Odisha Link
Bridging the Missing Links in Odisha
Daily Archives

July 12, 2020

ଜ୍ଞାନର ଦେଉଳ ଗଢ଼ିଥିବା ଜଣେ ଅପାଠୁଆ…

ସୃଷ୍ଟିର ବହୁ ବିଚିତ୍ର, ଦଇବବନ୍ତ ବହୁ ପ୍ରେରଣାର ଅଭିବ୍ୟକ୍ତି ଭିତରୁ ଏ ନିର୍ଜନ ପଲ୍ଲୀର ଦାଶରଥି ପଟ୍ଟନାୟକଙ୍କ ଅନୁଷ୍ଠାନ ଅନ୍ୟତମ। ଏହାକୁ ଦର୍ଶନ କଲେ, ଏକ ବିଶେଷ ଆବିଷ୍କାରର ଆନନ୍ଦ ମିଳେ। ମନେହୁଏ, ଉତ୍ସାହ ଓ ପ୍ରେରଣା ଥିଲେ ବାସ୍ତବିକ ବହୁ ଅସମ୍ଭବ ପ୍ରାୟ ସ୍ଵପ୍ନ ବାସ୍ତବ ହୋଇଯାଏ। ଓଡ଼ିଶା ସାରା…

୨୪ ଘଣ୍ଟାରେ ସର୍ବାଧିକ ୨୮ ହଜାରରୁ…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୮ଲକ୍ଷ ୪୯ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।…

ଅମିତାଭଙ୍କ ପରେ ଅଭିଷେକ ବଚ୍ଚନଙ୍କୁ…

ନୂଆଦିଲ୍ଲୀ: ଭାରତୀୟ ସିନେମା ଜଗତର ସୁପ୍ରସିଦ୍ଧ ଅଭିନେତା ଅମିତାଭ ବଚ୍ଚନ କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କ ପୁଅ ଅଭିଷେକ ବଚ୍ଚନ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଅଭିଷେକ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କର ଓ ତାଙ୍କ ପିତାଙ୍କର କରୋନା ପରୀକ୍ଷଣ ରିପୋର୍ଟ ପିଜିଟିଭ…