Odisha Link
Bridging the Missing Links in Odisha

ସୁସ୍ଥ ହେଲେ ଆଉ ୪୫୭

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୪୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୯୧୦ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଗଞ୍ଜାମ ଜିଲ୍ଲାରୁ ୧୧୮, ନୟାଗଡ଼ରୁ ୫୩, କଟକରୁ ୪୪, ସୁନ୍ଦରଗଡ଼ରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ ୨୦, ନୂଆପଡ଼ାରୁ ୧୮, ବାଲେଶ୍ୱରରୁ ୧୭, ମୟୁରଭଞ୍ଜରୁ ୧୫, ଅନୁଗୁଳରୁ ୧୧, କୋରାପୁଟରୁ ୧୧, ମାଲକାନଗିରିରୁ ୯, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୭, ଝାରସୁଗୁଡ଼ାରୁ ୬, ବୌଦ୍ଧରୁ ୫, ଦେବଗଡ଼ରୁ ୪, ବରଗଡ଼ରୁ ୩, ନବରଙ୍ଗପୁରରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀରରୁ ୨, ପୁରୀରୁ ୨, ରାୟଗଡ଼ାରୁ ୨, ଭଦ୍ରକ, ଢ଼େଙ୍କାନାଳ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

 

Comments are closed.