Odisha Link
Bridging the Missing Links in Odisha
Daily Archives

July 21, 2020

ମୋଦି ସରକାରର ୬ଟି ସଫଳତାର ତାଲିକା ଦେଲେ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବିଗୁଡ଼ୁଛି କରୋନା ସ୍ଥିତି। ବର୍ତ୍ତମାନ ସୁଦ୍ଧା ଦେଶରେ ୧୧ ଳକ୍ଷ ଟପିଛି କରୋନା ସଂକ୍ରମଣ। ଏହି କରୋନା ସଙ୍କଟ ସମୟରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ପୁଣିଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଟୁଇଟ କରି କରୋନା ସଙ୍କଟ ସମୟରେ ମୋଦି…

କରୋନାକୁ ହରାଇଲେ ୯୫ ବର୍ଷୀୟ ବୃଦ୍ଧ,…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବେକାବୁ ହେଉଛି କରୋନା ସଂକ୍ରମଣ। କ୍ରମାଗତ ଭାବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ରାଜ୍ୟର ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ଅଧିକ। ଅପରପକ୍ଷେ ରାଜ୍ୟରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟର ଜଣେ ୯୫…

ବଡ଼ ଖବର: ରାଜ୍ୟରେ ୧୦୦ ଡେଇଁଲା ମୃତ୍ୟୁ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବେକାବୁ ହେୁଛି କରୋନା ସଂକ୍ରମଣ। ଏଥିସହ ରାଜ୍ୟର ଦିନକୁ ଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ୬ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଲରେ ରାଜ୍ୟରେ କରୋନା ମୃତ୍ୟ ସଂଖ୍ୟା ୧୦୦ ଟପିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

୨୩ ଜିଲ୍ଲାରୁ ୬୪୭ ଆକ୍ରାନ୍ତ ଚିହ୍ନଟ,…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ। ରାଜ୍ୟର ୨୩ଟି ଜିଲ୍ଲାରୁ ୬୪୭ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୭୫୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା…

ପରଲୋକରେ ଅବସରପ୍ରାପ୍ତ ଆଇଏଏସ୍…

ଭୁବନେଶ୍ବର: ପରଲୋକରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକ। ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରିୟବ୍ରତଙ୍କ ପରଲୋକ ହୋଇଥିବା ନେଇ ତାଙ୍କର ସଂପର୍କୀୟ ଭାଇ ସିଦ୍ଧାର୍ଥ ମହାନ୍ତି ସୂଚନା ଦେଇଛନ୍ତି। ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ…

୨୦୨୦ର ପ୍ରଥମ ତିନି ମାସରେ ୭ଲକ୍ଷରୁ ଅଧିକ…

ଭୁବନେଶ୍ୱର: ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (ଟ୍ରାଇ) ଦ୍ୱାରା ସଦ୍ୟ ପ୍ରକାଶିତ ମୋବାଇଲ୍ ଗ୍ରାହକ ତଥ୍ୟ ଅନୁଯାୟୀ ମାର୍ଚ୍ଚ ୨୦୨୦ରେ ରିଲାଏନ୍ସ ଜିଓ ୧.୯ ଲକ୍ଷରୁ ଅଧିକ ନୂତନ ଗ୍ରାହକଙ୍କୁ ଯୋଡି ଓଡ଼ିଶା ବଜାରରେ ନିଜର ଆଧିପତ୍ୟ ଜାରି ରଖିଛି । ଡିସେମ୍ବର ୨୦୧୯ରେ ରାଜ୍ୟରେ ସର୍ବାଧିକ ସଂଖ୍ୟକ…

ପରଲୋକରେ ମଧ୍ୟପ୍ରଦେଶର ରାଜ୍ୟପାଳ ଲାଲଜୀ…

ଭୋପାଳ: ଆଉ ନାହାନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନ। ଆଜି ସକାଳୁ ତାଙ୍କର ପରଲୋକ ହୋଇଛି। ଲାଲଜୀଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ପୁଅ ଆଶୁତୋଷ ଟଣ୍ଡନ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ସେ ଟ୍ବିଟ୍‌ କରି ଲେଖିଛନ୍ତି, ‘ବାପା ଆଉ ନାହାନ୍ତି’।ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା।…

ବଡ଼ ଖବର: ଦେଶରେ ୨୮ ହଜାର ଡେଇଁଲା ମୃତ୍ୟୁ…

ନୂଆଦିଲ୍ଲୀ: ଦେଶରେ ବେଲଗାମ ହେଉଛି କରୋନା ସଂକ୍ରମଣ। ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୧୧ ଲକ୍ଷ ୫୫ ହଜାର…