Odisha Link
Bridging the Missing Links in Odisha
Daily Archives

July 27, 2020

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୫ ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର। ଇସ୍ପାତ ଓ ଖଣି ବିଭାଗ ଅତିରିକ୍ତ ସଚିବ ରାଜ କୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିସନର ଭାବେ ଅବସ୍ଥାପିତ କରାଯାିଥିବା ବେଳେ ଶ୍ରମ ବିଭାଗର…

ସମ୍ ହସପିଟାଲ୍‌ର ସଫଳତା: ୭୦% ପୋଡ଼ି…

ଭୁବନେଶ୍ୱର: ରୋଷେଇ ସମୟରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟିବା ଯୋଗୁଁ ଜଣେ ମହିଳାଙ୍କର ଶରୀରର ୭୦ ପ୍ରତିଶତ ପୋଡି ହୋଇଯାଇଥିଲେ ମଧ୍ୟ ତାଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରି ଘରକୁ ଫେରାଇବାର ସଫଳ ହୋଇଛି ଆଇଏମଏସ ଆଣ୍ଡ ସମ୍ ହସପିଟାଲ୍। ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ…

ଜୁଲାଇ ୨୯ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ବୁଧବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ମଧ୍ୟାହ୍ନ ୧୨ଟାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ବୋର୍ଡର ୨ଟି ୱେବ୍‌ସାଇଟ୍‌ ଏବଂ ଏସଏମଏସ ଜରିଆରେ ଛାତ୍ରଛାତ୍ରୀମାନେ ନିଜର ଫଳାଫଳ ଜାଣିପାରିବେ…

ଭାରତର ଆଉ ଏକ ଡିଜିଟାଲ ଷ୍ଟ୍ରାଇକ୍, ଆଉ…

ନୂଆଦିଲ୍ଲୀ: ଏଲଏସିରେ ଚୀନ ସହିତ ସୀମା ବିବାଦ ଲାଗି ରହିଥିବା ବେଳେ ଭାରତର ଆଉ ଏକ ଡିଜିଟାଲ ଷ୍ଟ୍ରାଇକ୍।ପୂର୍ବରୁ ୫୯ଟି ଚାଇନା ଆପ୍‌କୁ ନିଷିଦ୍ଧ ଘୋଷଣା କରିଥିବା ଭାରତ ଏବେ ଆଉ ୪୭ଟି ଆପ୍‌ କୁ ବ୍ୟାନ କରିବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବା ନେଇ…

ଆସୁଛି ରାଫେଲ୍

ନୂଆଦିଲ୍ଲୀ: ଏଲଏସିରେ ଚୀନ ସହିତ ସୀମା ବିବାଦ ଲାଗି ରହିଥିବା ବେଳେ ଭାରତୀୟ ସେନାକୁ ମିଳିଛି ଆଉ ଏକ ଶକ୍ତି। ଶେଷରେ ଭାରତୀୟ ବାୟୁସେନାର ପ୍ରତୀକ୍ଷା ଏକପ୍ରକାର ଅନ୍ତ ହେବାକୁ ଯାଉଛି। ବହୁ ପ୍ରତୀକ୍ଷିତ ରାଫେଲ ଯୁଦ୍ଧ ବିମାନ ଆଜି ଫ୍ରାନ୍ସରୁ ଭାରତ ଅଭିମୁଖେ ଉଡ଼ାଣ ଭରିବ। ପ୍ରାୟ ୭୩୬୪ କିଲୋମିଟର ଉଡ଼ାଣ…

ରାଜସ୍ଥାନ ରାଜନୀତି: ସୁପ୍ରିମକୋର୍ଟରୁ…

ନୂଆଦିଲ୍ଲୀ: ରାଜସ୍ଥାନ ରାଜନୀତିରେ ହଟଚମଟ ଜାରି ରହିଛି। ଲାଗି ରହିଥିବା ରାଜନୈତିକ ସଙ୍କଟରେ ଦିନକୁ ଦିନ ନୂଆ ମୋଡ଼ ଆସିବାରେ ଲାଗିଛି। ଆଜି ରାଜସ୍ଥାନ ରାଜନୀତିକୁ ନେଇ ରାଜସ୍ଥାନ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ହେବ। ହେଲେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଓ ରାଜ୍ୟପାଳ କଲରାଜ ମିଶ୍ରଙ୍କ…

କରୋନା: ଆଜି ଆଉ ୭ ମୃତ, ମୋଟ ୧୪୭

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅପରପକ୍ଷେ କରୋନା ଜନିତ ମୃତ୍ୟୁସଂଖ୍ୟା ରାଜ୍ୟରେ ବୃଦ୍ଧି ପାଉଛି। ରାଜ୍ୟରେ ଆଜି ଆଉ ୭ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ…

ଆଜି ଶ୍ରାଦ୍ଧବାର୍ଷିକ: ପେପର୍ ବଏରୁ…

ନୂଆଦିଲ୍ଲୀ: ଆଜି ହେଉଛି ପୂର୍ବତନ ରାଷ୍ଟ୍ରପତି ତଥା ମିଜାଇଲ ମ୍ୟାନ୍‌ ଏପିଜେ ଅବଦୁଲ କଲାମଙ୍କ ଶ୍ରାଦ୍ଧବାର୍ଷିକ। ଆଜି ଏହି ପୂଜ୍ୟ ପ୍ରଣାମ ବ୍ୟକ୍ତିଙ୍କ ୫ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ ଏପିଜେ ଅବଦୁଲ କଲାମଙ୍କର ଦେହାନ୍ତ ହୋଇଥିଲା। ଏହି ଅବସରରେ ତାଙ୍କ ବିଷୟରେ ଜାଣନ୍ତୁ କିଛି ଜଣା…

କରୋନା: ୨୮ ଜିଲ୍ଲାରୁ ୧୫୦୩ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ରାଜ୍ୟରେ ଆଜି ୨୮ଟି ଜିଲ୍ଲାରୁ ୧୫୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ…

କରୋନା: ଦେଶରେ ୧୪ ଲକ୍ଷ ଟପିଲା…

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୧୪ ଲକ୍ଷ ୩୫ ହଜାର…