Odisha Link
Bridging the Missing Links in Odisha
Daily Archives

July 30, 2020

କାଲିଠୁ ଖୋଲିବ ରଜଧାନୀର ୟୁନିଟ-୪…

ଭୁବନେଶ୍ବର: କାଲିଠୁ ଖୋଲିବ ରାଜଧାନୀ ଭୁବନେଶ୍ୱରର ଅନ୍ୟତମ ବ୍ୟସ୍ତବହୁଳ ବଜାର ‘ୟୁନିଟ-୪’ ମାର୍କେଟ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବିଜ୍ଞପ୍ତି ଜରିଆରରେ ଏହି ସୂଚନା ଦିଆଯାଇଛି। ବିଏମସି ପକ୍ଷରୁ କୁହାଯାଇଛି ଯେ, ୟୁନିଟ-୪ ଏବଂ ୟୁନିଟ-୪ ଅଂଚଳରୁ କିଛି ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ…

କରୋନା: ଆଉ ୮୦୭ ସୁସ୍ଥ,ଗଞ୍ଜାମରୁ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ଅଣାୟତ୍ତ ହେଉଥିବା ବେଳେ ଆଜି ଆଉ ୮୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୯୭୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି…

ପୂର୍ବ ଭାରତରେ ପ୍ରଥମ: ସୋଆ…

ଭୁବନେଶ୍ୱର: ଆଉ ଏକ ସଫଳତା ସାଉଁଟିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସଟି) । କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ ଡାଇମଣ୍ଡ ୟୁନିଭର୍ସିଟି ରେଟିଂ ହାସଲ କରିଛି ସୋଆ । ଏହି ସଫଳତା ହାସଲ କରିବା ପରେ କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ କୁହାଯାଇଛି ଯେ ଡାଇମଣ୍ଡ ରେଟିଂ ହାସଲ କରିବା ନେଇ ସୋଆ ଅଭୁୁତପୂର୍ବ…

ମିଛ ଖବର ପ୍ରଚାରରେ ସୀମା ଟପୁଛି ରାଜ୍ୟ…

ଭୁବନେଶ୍ବର: ମିଛ ଖବର ପ୍ରଚାର କରିବାରେ ରାଜ୍ୟ ବିଜେପି ନେତାମାନେ ଏବେ ସବୁ ସୀମା ଟପିଗଲେଣି। ବିଜେପି ନେତା ଭୃଗୁ ବକ୍ସିପାତ୍ରଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଏହା କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର। ଡକ୍ଟର ପାତ୍ର କହିଛନ୍ତି ଯେ ଗତ ତିନି ଚାରି ମାସ ଧରି ଆଶା,…

ମୁଖ୍ୟମନ୍ତ୍ରୀଙ୍କୁ ଭୃଗୁଙ୍କ ଚିଠି:…

ଭୁବନେଶ୍ବର: କରୋନା କାଳରେ ରାଜ୍ୟ ବିଜେପିର ଉପସଭାପତି ଭୃଗୁ ବକ୍ସିପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଗଞ୍ଜାମ ଜିଲ୍ଲାର କୋଭିଡ ମୃତ୍ୟୁ ତଥ୍ୟ ଲୁଚାଯାଉଥିବା ନେଇ ଅଭିଯୋଗ ଆଣିଛନ୍ତି ଭୃଗୁ ବକ୍ସିପାତ୍ର। ଏଥିସହିତ କରୋନା ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ରର ସହାୟତା…

ନୂଆ ଶିକ୍ଷା ନୀତି ଶିକ୍ଷା ବ୍ୟବସ୍ଥାରେ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଜାତୀୟ ଶିକ୍ଷା ନୀତି ୨୦୨୦କୁ ମଞ୍ଜୁରି ମିଳିଛି । ଏହା ଦେଶରେ ଉଭୟ ବିଦ୍ୟାଳୟ ଏବଂ ଉଚ୍ଚ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାରମୂଳକ ପରିବର୍ତନ ଆଣିପାରିବ । ଏହା ଏକବିଂଶ ଶତାବ୍ଦୀର ପ୍ରଥମ ଶିକ୍ଷା…

କୋରାପୁଟ ଜିଲ୍ଲା ୪୮ ଘଣ୍ଟା ପାଇଁ…

କୋରାପୁଟ: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଆଜି କରୋପାଟୁ ଜିଲ୍ଲାରୁ ୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ନଜରରେ ରଖି କରୋପୁଟ ଜିଲ୍ଲାପାଳ ନେଇଛନ୍ତି ବଡ଼ ପଦକ୍ଷେପ। କୋରାପୁଟ ଜିଲ୍ଲାକୁ ୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି କୋରାପୁଟ ଜିଲ୍ଲାପାଳ।…

ଅଯୋଧ୍ୟା: ରାମ ଜନ୍ମଭୂମି ପୂଜାରୀଙ୍କ…

ଅଯୋଧ୍ୟା: ରାମ ମନ୍ଦିର ଭୂମି ପୂଜନ ସମାରୋହ ପୂର୍ବରୁ ଆସିଲା ବଡ଼ ଖବର। ଅଗଷ୍ଟ ୫ରେ ହେବାକୁ ଥିବା ରାମ ମନ୍ଦିର ଭୂମି ପୂଜନ ସମାରୋହ ପୂର୍ବରୁ ରାମ ଜନ୍ମଭୂମିର ପୂଜାରୀ ପ୍ରଦୀପ ଦାସଙ୍କ ସମେତ ୧୬ ପୁଲିସ୍‌ କର୍ମୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂଜାରୀ ପ୍ରଦୀପ ସେ ମୁଖ୍ୟ ପୂଜାରୀ ଆଚାର୍ଯ୍ୟ…

୨ ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ…

ଭୁବନେଶ୍ୱର: କଥା ଦେଇ କଥା ରଖିଲେ ରାଜ୍ୟ ସରକାର। କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଲେଖାଏଁ ମଞ୍ଜୁର କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିବାର ପିଛା ୧୫ ଲକ୍ଷ ଲେଖାଏଁ ମଞ୍ଜୁର…