Odisha Link
Bridging the Missing Links in Odisha
Monthly Archives

July 2020

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡ୍ୟୁଟିରେ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। କୋଭିଡ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟ ମାନଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ସହାୟତା କୋଭିଡ…

ଭଲ ଖବର: ରାଜ୍ୟରେ ୧୮ ହଜାର ଟପିଲା…

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୬୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୮୦୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ଗଞ୍ଜାମ ଜିଲ୍ଲାର ୩୦୭, ଜଗତସିଂହପୁର ଜିଲ୍ଲାର ୫୯,…

ରାଜଧାନୀରେ ଅଣାୟତ୍ତ କରୋନା ସଂକ୍ରମଣ,…

ଭୁବନେଶ୍ବର: ରାଜ୍ୟ ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଆଜି ଭୁବନେଶ୍ବରରୁ ଆଉ ୨୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ବରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୩୬୫ରେ ପହଁଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରାଣ୍ଟିନ୍‌…

ଓଡ଼ିଶାକୁ କେନ୍ଦ୍ରର ୫,୧୨୨ କୋଟି…

ନୂଆଦିଲ୍ଲୀ: ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଓଡ଼ିଶାକୁ ୫ ହଜାର ୧୨୨ କୋଟି ଟଙ୍କା ଜିଏସଟି ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଓଡ଼ିଶାକୁ ଏହି ବର୍ଦ୍ଧିତ ଜିଏସଟି ସହାୟତା ରାଶି ପ୍ରଦାନ କୋରନା ମହାମାରୀରେ ଅର୍ଥନୈତିକ ମାନ୍ଦାବସ୍ଥା କାରଣରୁ ହୋଇଥିବା ରାଜସ୍ୱ କ୍ଷତିରୁ ମୁକ୍ତି ପ୍ରଦାନ କରିବ। ଏହାସହ…

ପ୍ଲାଜମା ଦାନ ଆନ୍ଦୋଳନ ହେଉ: ନବୀନ

ଭୁବନେଶ୍ବର: ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ରାଜ୍ୟର ୨ୟ ପ୍ଲାଜମା ବ୍ୟାଙ୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌ଫରେନସିଂ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହିତ ପ୍ଲାଜମା ଦାନ ପାଇଁ ପୋର୍ଟାଲ ଓ ପୁସ୍ତିକାର ମଧ୍ୟ ଉନ୍ମୋଚନ କରାଯାଇଛି। ପ୍ଲାଜମା ଥେରାପି…

ସୋଆ ପକ୍ଷରୁ ମେକାନିକାଲ୍ ଇଞ୍ଜିନିୟରିଂ…

ଭୁବନେଶ୍ୱର : ନବୀକରଣକ୍ଷମ ଶକ୍ତି ସମ୍ପର୍କିତ ନୂତନ ଦ୍ରବ୍ୟର ବିକାଶ ଏବଂ ଏହାର ପ୍ରୟୋଗ ବିଷୟବସ୍ତୁକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଦୁଇ ଦିନିଆ ଆନ୍ତର୍ଜାତିକ ସମ୍ମିଳନୀ ଭର୍ଚୁଆଲି ଆୟୋଜିତ ହୋଇଯାଇଛି। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍…

ବଜ୍ରପାତରେ ଚାଲିଗଲା ୩ ମହିଳାଙ୍କ ଜୀବନ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବଡ଼ତେଲେନପାଲ୍ଲୀରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମହାମାରୀ କରୋନା ସମୟରେ ବଜ୍ରପାତରେ ଚାଲିଗଲା ୩ ଜୀବନ। ବଜ୍ରପାତରେ ୩ଜଣ ମହିଳାଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ଜଣେ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବାବେଳେ ବାକି ୨ ଜଣଙ୍କ ମେଡିକାଲରେ ମୃତ୍ୟୁ ହୋଇଛି।…

କଟକରେ ଆଉ ୪୧ ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସିଲଭର ସିଟି କଟକରେ ମଧ୍ୟ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କଟକ ସହରରେ ଆଜି ପୁଣି ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୩୯ ଜଣ କ୍ୱାରାଣ୍ଟିନ୍‌ ସେ‌ଣ୍ଟରରୁ ଚିହ୍ନଟ ହୋଇଥିବା ୨ ଜଣ ଲୋକାଲ କେସ ବୋଲି…

ମନରେଗା କାମର ଲାଭ ପାଉନାହାଁନ୍ତି ସାଧାରଣ…

ଭୁବନେଶ୍ବର: ଲକଡାଉନ ସମୟରେ ପ୍ରବାସୀ ଶ୍ରମିକ ଓ ଗାଁର ଗରିବ ଜନସାଧାରଣଙ୍କ ପାଇଁ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓଡିଶାକୁ ଅଧିକ ମାତ୍ରାରେ ଟଙ୍କା ପଠାଇବା ସହ ମଜୁରୀ ମଧ୍ୟ ବୃଦ୍ଧି କରିଛନ୍ତି । ଏହା ସହ ମୌସୁମୀ ସମୟରେ ମନରେଗା କାମ ଜାରି ରଖିବା ପାଇଁ ନିୟମ କଲେ । କିନ୍ତୁ ଦୁଃଖ ଓ…

ପିଏମ୍‌ ମୋଦିଙ୍କ ଅଯୋଧ୍ୟା ଗସ୍ତକୁ…

ନୂଆଦିଲ୍ଲୀ: ରାମ ମନ୍ଦିର ଭୂମିପୂଜନ ସମାରୋହ ଅଗଷ୍ଟ ୫ରେ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ପିଏମ୍‌ ନରେନ୍ଦ୍ର ମୋଦି ଯୋଗ ଦେଇ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ମୋଦିଙ୍କ ଅଯୋଦ୍ଧା ଗସ୍ତକୁ ବିରୋଧ କରିଛନ୍ତି ଲୋକସଭା ସାଂସଦ ଅସଉଦ୍ଦୀନ ଓୱେସୀ। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ…