Odisha Link
Bridging the Missing Links in Odisha
Daily Archives

August 1, 2020

ବର୍ଷା ପାଇଁ ବେଙ୍ଗ ବେଙ୍ଗୁଲି ବାହାଘର

ମାଲକାନଗିରି: ବର୍ଷା ପାଇଁ ବେଙ୍ଗ ବେଙ୍ଗୁଲିର ବାହାଘର। କଥାଟି ଅବିଶ୍ବାସ ଲାଗୁଥିଲେ ବି ସତ। ଏଭଳି ଏକ ନିଆରା ପରମ୍ପରାର ଝଲକ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ସେରପାଲି ଗାଁରେ। ବର୍ଷା ଅଭାବ ଯୋଗୁ ବେଙ୍ଗ ବେଙ୍ଗୁଲିର ବାହାଘର କରାଇଛନ୍ତି ଆଦିବାସୀ ସମ୍ପ୍ରଦାୟର ଲୋକେ। ଜିଲାରେ ବର୍ଷା ଅଭାବ…

ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ…

ଗଞ୍ଜାମ: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୩୩ ହଜାର ଟପିଥିବା ବେଳେ କେବଳ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ପାର। କରୋନା ସଂକ୍ରମଣକୁ ଦୃଷ୍ଟି ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ…

କରୋନା: ଆଉ ୧୦ ମୃତ, ମୋଟ ୧୮୭

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୮୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଜାତୀୟ କ୍ରୀଡ଼ା ପୁରସ୍କାର ମନୋନୟନ…

ନୂଆଦିଲ୍ଳୀ: ଜାତୀୟ କ୍ରୀଡ଼ା ପୁରସ୍କାର ମନୋନୟକ କମିଟିରେ ସ୍ଥାନ ପାଇଲେ ପୂର୍ବତନ କ୍ରିକେଟର ବୀରେନ୍ଦ୍ର ସେହ୍ୱାଗ ଓ ହକି ତାରକା ସର୍ଦ୍ଦାର ସିଂହ । ଜାତୀୟ କ୍ରୀଡ଼ା ପୁରସ୍କାର ମନୋନୟନ ଲାଗି ଗଠିତ ୧୨ଜଣିଆ ମନୋନୟନ କମିଟି ପ୍ୟାନେଲରେ ଉଭୟେ ସ୍ଥାନ ପାଇଛନ୍ତି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ଗଠିତ…

୨୯ ଜିଲ୍ଲାରୁ ୧୬୦୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ୨୯ଟି ଜିଲ୍ଲାରୁ ଆଉ ୧୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ରେକର୍ଡ ଭାଙ୍ଗୁଛି କରୋନା: ୨୪ ଘଣ୍ଟାରେ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏପରିକି କ୍ରମାଗତ ଭାବେଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୧୬ଲକ୍ଷ୯୫ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।…