Odisha Link
Bridging the Missing Links in Odisha
Daily Archives

August 7, 2020

ବିହାର: ଦଶମ ଓ ଦ୍ବାଦଶରେ ଫେଲ…

ପାଟନା: ବିହାର ସ୍କୁଲ ଏକ୍ସାମିଶନ୍‌ ବୋର୍ଡ (ବିଏସ୍‌ଇବି)ର ବଡ଼ ନିଷ୍ପତ୍ତି। ୨୦୨୦ ଦଶମ ଓ ଦ୍ବାଦଶ ପରୀକ୍ଷାରେ ୨ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯେଉଁମାନେ କି ଗୋଟିଏ କିମ୍ବା ୨ଟି ବିଷୟରେ ଫେଲ ହୋଇଥିଲେ ସେମାନଙ୍କୁ ବୋର୍ଡ ପକ୍ଷରୁ ଗ୍ରେସ୍‌ ମାର୍କ ଦେଇ ପାସ୍‌ କରାଯାଇଛି। କରୋନା କାଳରେ ଗୋଟିଏ…

କରୋନା: ରାଜ୍ୟରେ ୨୫୦ ପାଖାପାଖି…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୮୩୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୧୨ ଜଣଙ୍କର ମୃତ୍ୟୁ। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ଅଣାୟତ୍ତ କରୋନା: ୨୯ ଜିଲ୍ଲାରୁ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୮୩୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨୫୫୦ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

୨୦ ଲକ୍ଷ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା,…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏପରିକି କ୍ରମାଗତ ଭାବେଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୨୦ ଲକ୍ଷ ୨୭ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନେଇ ମୋଦି…

କରୋନା: ୨୪ ଘଣ୍ଟାରେ ୬୨ ହଜାରରୁ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଏପରିକି କ୍ରମାଗତ ଭାବେଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୦ ଲକ୍ଷ ୨୭ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।…