Odisha Link
Bridging the Missing Links in Odisha

୧୨ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଫଳାଫଳ

ଭୁବନେଶ୍ବର: ଆସନ୍ତା ୧୨ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଫଳାଫଳ। ମଧ୍ୟାହ୍ନ ୧୨.୩୦ CHSE ଅଫିସ୍‌ରେ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେହିପରି ଅଗଷ୍ଟ ତୃତୀୟ ସପ୍ତାହରେ ବାଣିଜ୍ୟ ଓ ଅଗଷ୍ଟ ଶେଷ ସୁଦ୍ଧା ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଛନ୍ତି।

Comments are closed.