Odisha Link
Bridging the Missing Links in Odisha
Daily Archives

August 16, 2020

ପାଟଣା ରେଞ୍ଜରେ ଦନ୍ତା ଉପଦ୍ରବ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ ଦନ୍ତାଙ୍କ ଉପଦ୍ରବ। ହାତୀ ପଲ ଗାଁରେ ପଣି ନଷ୍ଟ କରିଛନ୍ତି ଏକର ଏକର ଧାନ ଫସଲ। ଗତକାଲି ରାତିରେ ୧୭ଟି ବଣୁଆ ହାତୀ କରଞ୍ଜିଆ ରେଞ୍ଜରୁ ଆସି ଉଦୟପୁର ବିଟ୍‌ର ବିନିଦା ଓ ମଙ୍ଗଳପୁର ଗାଁରେ ଧାନ ଫସଲର ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ବଣୁଆ ହାତୀଙ୍କୁ ନେଇ…

ଆଜି ପୁଣ୍ୟତିଥି: ସାମ୍ବାଦିକରୁ…

ନୂଆଦିଲ୍ଲୀ: ଭାରତର ରାଜନୈତିକ ଇତିହାସରେ ଜଣେ ସଫଳ ବ୍ୟକ୍ତିତ୍ୱ ହେଉଛନ୍ତି ଅଟଳ ବିହାରି ବାଜପେୟୀ। ଯିଏ ଜୀବନର ପ୍ରତି କ୍ଷେତ୍ରରେ ସଫଳତାର ଶୀର୍ଷକୁ ଛୁଇଁପାରିଛନ୍ତି। ସେ ଏକାଧାରରେ ଜଣେ ବିଚକ୍ଷଣ ରାଜନୀତିଜ୍ଞ, ପ୍ରଶାସକ, ଭାଷାବିତ, କବି, ସମ୍ବାଦିକ ଓ ଲେଖକ। ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଆଦର୍ଶରେ…

ଭାଇବୋହୂକୁ ମାରିଲା ଦେଢଶୁର

ଆସିକା: ମନ୍ଦିର ପରିସରରୁ ମହିଳାଙ୍କ ମୃତଦେହ ଠାବ କରାଯାଇଛି। ଗଞ୍ଜାମ ଜିଲ୍ଲାର ଆସିକା ଥାନା ଅନ୍ତର୍ଗତ ହରିଡ଼ାପଦର ଗାଁ ଶିବ ମନ୍ଦିର ପରିସରରେ ଜଣେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଠାବ କରାଯାଇଛି। ମହିଳାଙ୍କୁ କିଏ ହତ୍ୟା କରିଥିବା ଜଣାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ୍ ଜାରି ରହିଛି। ପୂର୍ବ…

ଓଡ଼ିଶାରେ କରୋନା: ଦିନକରେ ଆଉ ୧୦ ମୃତ,…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଜୁଲାଇ ମାସ ପରି ଅଗଷ୍ଟ ମାସରେ ମଧ୍ୟ କରୋନା ଗ୍ରାଫ୍‌ ଉପର ମୁହାଁ। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ୍…

ବଡ଼ ଖବର: ରାଜ୍ୟରେ ୬୦ ହଜାର ଟପିଲା…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଆଜି ରାଜ୍ୟର ୩୦ ଜିଲ୍ଲାରୁ ୨୯୨୪ ଜଣ ନୂଆ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ଟିପିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି…

କରୋନା: ଦିନକରେ ୬୩ ହଜାରରୁ ଉର୍ଦ୍ଧ୍ବ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ସ୍ଥିତି। କ୍ରମାଗତ ଭାବେ ଦେଶରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଅଗଷ୍ଟ ମାସରେ ମଧ୍ୟ ଉପରମୁହାଁ କରୋନା ଗ୍ରାଫ୍। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୫ ଲକ୍ଷ ୮୯ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ବାସ୍ଥ୍ୟ…