Odisha Link
Bridging the Missing Links in Odisha
Daily Archives

August 17, 2020

ଜିଲ୍ଲାପାଳଙ୍କୁ ରିପୋର୍ଟ ମାଗିଲେ ରାଜସ୍ୱ…

ଭୁବନେଶ୍ୱର: କିଛି ଦିନ ହେବ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ଏବେ ବନ୍ୟା ସ୍ଥିତି ଦେଖାଦେଇଛି। ତେବେ ବନ୍ୟାଜନିତ କ୍ଷୟକ୍ଷତି ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ମଗାଯାଇଥିବା ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି । ଏ ନେଇ ମନ୍ତ୍ରୀ ଶ୍ରୀ ମାରାଣ୍ଡି କହିଛନ୍ତି ଯେ, ବନ୍ୟାଜନିତ କ୍ଷୟକ୍ଷତି…

ଆତଙ୍କବାଦୀ ଆକ୍ରମଣ : ୨ଯବାନ,ଜଣେ…

ଜାମ୍ମୁ: ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ। ସୋମବାର ବାରାମୂଳା ଜିଲ୍ଲାର କ୍ରେରି ଅଞ୍ଚଳରେ ସିଆରପିଏଫ ନାକା ପାର୍ଟି ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଜଣେ ପୋଲିସ୍ ଅଫିସର ଏବଂ ୨ଜଣ ସିଆରପିଏଫ ଯବାନ ଶହୀଦ ହୋଇଯାଇଛନ୍ତି। ଆକ୍ରମଣ ପରେ ଆତଙ୍କବାଦୀ…

ଅଗ୍ନିକାଣ୍ଡରେ ପୋଡିଗଲା ୨ବଖରା ଘର

ପାଟଣା: କେନ୍ଦୁଝର ପାଟଣା ଥାନା ବାଲିବନ୍ଦ ଗାଁରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୁଇ ବଖରା ଘର ପୋଡି ପାଉଁଶ ହୋଇଯିବ ସହ ଅନେକ ଆସବାପତ୍ର ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୂଚନା ଅନୁସାରେ ଆଜି ସକାଳୁ ଗ୍ରାମର ବନମାଳୀ ମହାନ୍ତଙ୍କ…

ଆଜି ଭାରତ-ନେପାଳ ମଧ୍ୟରେ…

ନୂଆଦିଲ୍ଲୀ: ଭାରତ ଏବଂ ନେପାଳ ମଧ୍ୟରେ ସୀମା ବିବାଦ ସତ୍ତ୍ବେ ଆଜି ଦୁଇ ଦେଶ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି। ଏହି ବୈଠକ ପୂର୍ବରୁ ନିର୍ଦ୍ଧାରିତ ହୋଇଛି। ନେପାଳର ବୈଦେଶିକ ସଚିବ ଏବଂ ଭାରତର ରାଷ୍ଟ୍ରଦୂତଙ୍କ ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହେବ। ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା…

ଡିସେମ୍ବରରେ ହେବ ମେକ୍ ଇନ୍ ଓଡ଼ିଶା

ଭୁବନେଶ୍ବର: ଚଳିତ ବର୍ଷ ରାଜ୍ୟର ସର୍ବବୃହତ ନିବେଶକ ସମ୍ମିଳନୀ ‘ମେକ୍ ଇନ୍ ଓଡ଼ିଶା’କୁ ନିର୍ଧାରିତ ସମୟରେ ଆୟୋଜନ କରାଯାଇପାରିବ ନାହିଁ। କାରୋନା ମହାମାରୀର ପ୍ରଭାବ ଜାରି ରହିଥିବାରୁ ଏହା ନିର୍ଧାରିତ ସମୟରେ ହେବାନାହାିଁ ଏହି ସମ୍ମିଳନୀ ଆୟୋଜନ ପାଇଁ ପ୍ରସ୍ତୁତି ଜାରି ରହିଛି। ବିଭିନ୍ନ ଆନ୍ତର୍ଜାତିକ…

ଓଡିଶାରେ କରୋନା: ଦିନକରେ ୧୦ ମୃତ, ମୋଟ…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା,…

ଅଣାୟତ୍ତ କରୋନା: ୨୯ ଜିଲ୍ଲାରୁ ୨୨୪୪…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ୨୯ ଜିଲ୍ଲାରୁ ଆଉ ୨୨୪୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ରାଜ୍ୟରେ…

ହୀରାକୁଦ ଡ୍ୟାମ୍‌ର ୧୨ଟି ଗେଟ୍ ଦେଇ…

ସମ୍ବଲପୁର: ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ବିପଦ ସଂକେତ ନିକଟତର ହୋଇଛି। ଜଳଭଣ୍ଡାରର ଜଳସ୍ତର ୬୧୫.୪୧ ଫୁଟ୍ ରହିଛି। ଜଳସ୍ତର ବୃଦ୍ଧି ଯୋଗୁଁ ଡ୍ୟାମ୍ ର ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ଲକ୍ଷ ୨୭ ହଜାର ୧୨ କ୍ୱିସେକ ଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ମୃତ

ଅହମ୍ମଦାବାଦ: ଅହମ୍ମଦାବାଦ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୁଜୁରାଟ ନାଡିଆଡ଼ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ-୮ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି…

ଇତିଶ୍ରୀ ମାମଲା; ମୁଖ୍ୟ ଅଭିଯୁକ୍ତ…

କୋରାପୁଟ : ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି। ନେତ୍ରାନନ୍ଦଙ୍କ ମୃତ୍ୟୁ ନେଇ କୋରାପୁଟ ମଣ୍ଡଳ କାରାଗାରର ଜେଲର ସୂଚନା ଦେଇଛନ୍ତି। ଅଭିଯୁକ୍ତ ନେତ୍ରାନନ୍ଦ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ଦୋଷୀ…