Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା। କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନ ଜନିତ ମୃତ୍ୟୁ ସଂଖ୍ୟା ୩୯୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନାରେ ଜୀବନ ହରାଇଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣ ଥିବାବେଳେ ଭୁବନେଶ୍ୱରରୁ ୨, ଅନୁୁଗୁଳୁ, କୋରାପୁଟ, ନୟାଗଡ, ସୋନପୁରୁରୁ ଜଣେ ଲେଖାଏଁ ଅଛନ୍ତି।

Comments are closed.