Odisha Link
Bridging the Missing Links in Odisha
Daily Archives

August 22, 2020

ନବରଙ୍ଗପୁରରେ ୨ ଦିନିଆ ସଟ୍‌ଡାଉନ

ନବରଙ୍ଗପୁର: ନବରଙ୍ଗପୁର ଜିଲାକୁ ୨ଦିନ ପାଇଁ ସଟ୍‌ଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତା ୨୫ ତାରିଖ ଓ ୨୬ ତାରିଖରେ ନବରଙ୍ଗପୁର ଜିଲ୍ଲା ସଟ୍‌ଡାଉନ ରହିବ। ନବରଙ୍ଗପୁର କୋରନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ…

ଭଦ୍ରକ ସାଂସଦଙ୍କୁ କରୋନା

ଭଦ୍ରକ: ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ କରୋନା। ମଞ୍ଜୁଲତା କରୋନା ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଆଜି ସୂଚନା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍‌ର ଜରିଆରେ କହିଛନ୍ତି ଯେ, କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ପରୀକ୍ଷା କରାଇଥିଲେ ଓ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କ…

ଆଉ ଏକ ଲଘୁଚାପ, ୨୬ ଯାଏଁ ବର୍ଷା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ରବିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା…

କରୋନା: ରାଜ୍ୟରେ ଆଉ ୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। କରୋନାରେ ଆଜି ମୃତ୍ୟୁବରଣ କରିଥିବା ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ବଲାଙ୍ଗୀର, ଗଞ୍ଜାମ,…

କରୋନା: ରାଜ୍ୟରେ ଆଉ ୨୮୧୯ ପିଜଟିଭ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା। କରୋନା ସଂକ୍ରମଣକୁ ମୁକାବିଲା କରିବା ପାଇଁ ଅଧିକ ଟେଷ୍ଟିଂ କରାଯାଉଛି। ଯେଉଁଥିପାଇଁ ରାଜ୍ୟରେ ଅଧିକ ପଜିଟିଭ ଚିହ୍ନଟ ହେଉଛନ୍ତି। ଆଜି ରାଜ୍ୟର ୨୯ ଜିଲ୍ଲାରୁ ୨୮୧୯ ଜଣ କରୋନା ପଜିଟିଭ ଚିହ୍ନଟ…

ଗର୍ଭବତୀଙ୍କୁ ନେବା ବେଳେ ୨୦ଫୁଟ୍ ତଳକୁ…

ବାଲେଶ୍ଵର: ୨୦ ଫୁଟ୍ ପୋଲ ତଳକୁ ଓଲଟିଲା ଜନନୀ ଆମ୍ବୁଲାନ୍ସ। ଗର୍ଭବତୀଙ୍କୁ ନେବା ବେଳେ ପୋଲ ତଳକୁ ଓଲଟି ଯାଇଛି ଜନନୀ ଆମ୍ବୁଲାନ୍ସ । ବାଲେଶ୍ଵର ଜିଲ୍ଲା ସୋର କୁପାରୀ ରାସ୍ତାର କୋଚିଆକୋଇଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗର୍ଭଵତୀ ମହିଳା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା…

ଦିଲ୍ଲୀରୁ ଆଇଏସଆଇଏସ୍ ଆତଙ୍କୀ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀରୁ ଆଇଏସଆଇଏସ୍ ଆତଙ୍କୀ ଗିରଫ। ଦିଲ୍ଲୀର ଧଲାକୂଆଁ ରିଙ୍ଗ ରୋଡ ନିକଟରେ ଗତକାଲି ବିଳମ୍ବିତ ରାତିରେ ପୋଲିସ-ଆତଙ୍କବାଦୀ ଗୁଳିବିନିମୟ ହୋଇଛି। ପୁଲିସ୍‌ ଆଇଏସ୍‌ଆଇଏସ୍‌ର ଏକ ଆତଙ୍କବାଦୀକୁ ଗିରଫ କରିବା ସହ ସଂପୃକ୍ତ ଅଞ୍ଚଳରୁ ଆଇଡି ବିସ୍ଫୋରକ ଏବଂ କିଛି ଅସ୍ତ୍ରଶସ୍ତ୍ର ଜବତ କରିଛି।…

ଜୟରାମ ପାଙ୍ଗିଙ୍କୁ କରୋନା

ଜୟପୁର: ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗିଙ୍କୁ କରୋନା। କରୋନାରେ ପଜିଟିଭ୍ ହୋଇଥିବା ନେଇ ଜୟରାମ ନିଜେ ସୂଚନା ଦେଇଛନ୍ତି। ଗତକାଲି ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି। ସୂଚନାଅନୁସାରେ, ଶ୍ରୀ ପାଙ୍ଗି ଅସୁସ୍ଥ ହେବା ପରେ ନିଜର କରୋନା ଟେଷ୍ଟ କରାଇଥିଲେ।…

କରୋନା: ଦେଶରେ ଦିନକରେ ୬୯,୮୭୮…

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୬୯ ହଜାର ୮୭୮କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୭୫ହଜାର୭୦୧ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟା ଭିତରେ କରୋନା କରୋନା ଆକ୍ରାନ୍ତରେ ୯୪୫ ଜଣ…

କରୋନା କଟକଣା ଭିତରେ ପୂଜା ପାଉଛନ୍ତି…

ଭୁବନେଶ୍ବର: ଆଜି ପବିତ୍ର ଗଣେଶ ଚତୁର୍ଥୀ। ସମଗ୍ର ଦେଶରେ ଗଣେଶ ପୂଜା ଧୁମ୍‌ଧାମ୍ ପାଳିତ ହୋଇଥାଏ। ସବୁଠି ଉତ୍ସବର ମାହୋଲ ଥାଏ। ମାତ୍ର ଚଳିତ ବର୍ଷ ମହାମାରୀ କରୋନା ପାଇଁ ଗଣପର୍ବ ଗଣେଶ ପୂଜା ଫିକା ପଡିଯାଇଛି। ସାର୍ବଜନୀନ ପୂଜା ଉପରେ ପ୍ରଶାସନ ରୋକ ଲଗାଇଛି। ଫଳରେ ଘରେ ରହି ନିରାଡ଼ମ୍ବରେ…