Odisha Link
Bridging the Missing Links in Odisha
Daily Archives

August 25, 2020

ଡିସେମ୍ବର ଯାଏ ପିସିସି ସଭାପତି ରହିବେ…

ଭୁବନେଶ୍ବର: ରାଜ୍ୟ ପିସିସି ସଭାପତି ପରିବର୍ତ୍ତନ ନେଇ ବାଦ ବିବାଦରେ ପଡ଼ିଛି ପୂର୍ଣ୍ଣଛେଦ। ବର୍ତ୍ତମାନ ପ୍ରଦେଶ କଂଗ୍ରେସ କମିଟି ସଭାପତି ବଦଳିବେ ନାହିଁ ବୋଲି ସୂଚନା ମିଳିଛି। ଡିସେମ୍ବର ଯାଏ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରହିବେ। ଏନେଇ କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ସୂଚନା…

ରତ୍ନଭଣ୍ଡାରର ଅନୁଧ୍ୟାନ ହେବ,…

ଭୁବନେଶ୍ବର: ବହୁ ବାଦ ବିବାଦ ପରେ ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ। ଭିତର ରତ୍ନଭଣ୍ଡାରରେ ମହାପ୍ରଭୁଙ୍କ ଅଳଙ୍କାରର ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ।ଅନୁଧ୍ୟାନ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଆଇନ ବିଭାଗର ଚିଠି। ଏଥିସହିତ ମୁକ୍ତିମଣ୍ଡପରେ ଖାଲି ପଡ଼ିଥିବା ପଦବୀ ପୂରଣ…

ଘୁଞ୍ଚାଯାଉ ଏନଇଇଟି ଓ ଜେଇଇ ପରୀକ୍ଷା :…

ଭୁବନେଶ୍ବର: ଏନଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖିଲେ ମୁଖ୍ୟମ। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶକଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉଲ୍ଳେଖ କରିଛନ୍ତି ଯେ, ଆସନ୍ତା ସେପ୍ଟେମ୍ବର ୧ରୁ ୬ ପର୍ଯ୍ୟନ୍ତ ଜେଇଇ ମେନ ପରୀକ୍ଷା ଓ…

ଦୁର୍ଗା ପୂଜା ପାଇଁ ହାଇକୋର୍ଟରେ…

କଟକ : ଚଳିତ ବର୍ଷ ଦୁର୍ଗା ପୂଜା ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି । ଏନେଇ କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ଜନସ୍ବାର୍ଥ ମାମଲା ଦାଏର ହୋଇଛି । ଦୁର୍ଗାପୂଜା ପାଇଁ ଅନୁମତି ଦେବାକୁ ଆବେଦନରେ ଅନୁରୋଧ କରାଯାଇଛି। କୋଭିଡ୍ ଗାଇଡ୍ ଲାଇନ୍ ଆଧାରରେ ପୂଜା ପାଇଁ ଅନୁମତି ଦେବାକୁ…

ଉସେନ୍‌ ବୋଲ୍ଟ କରୋନା ପଜିଟିଭ

ଓଏଲ୍‌ ବ୍ୟୁରୋ: ୮ ଥରର ଅଲମ୍ପିକ୍‌ ସ୍ବର୍ଣ୍ଣ ବିଜେତା ଉସେନ୍‌ ବୋଲ୍ଟ କରୋନା ପଜିଟିଭ ଚିହ୍ନଟ। ବର୍ତ୍ତମାନ ସେ ହୋମ କ୍ବାରାଣ୍ଟିନ୍‌ରେ ଅଛନ୍ତି। ଏନେଇ ଟୁଇଟରରେ ଏକ ଭିଡିଓ ସେୟାର କରି ସୂଚନା ଦେଇଛନ୍ତି ଉସେନ୍‌ ବୋଲ୍ଟ। ଜମାଇକା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବୋଲ୍ଟ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା…

କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଆଉ ୩…

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଟ୍ ଡାଉନ୍ ଅବଧି ବୃଦ୍ଧି କରାଯାଇଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଉ ୩ ଦିନ ସଟ୍ ଡାଉନ୍ ଅବଧିକୁ ବଢାଇ ଦିଆଯାଇଛି । ଅଗଷ୍ଟ ୨୮ରେ ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟ ସ୍ବାଭାବିକ ହେବ । ଏ ନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।…

ମହାରାଷ୍ଟ୍ରର ରାୟଗଡ଼ରେ ଭୁଶୁଡ଼ିଲା କୋଠା:…

ମହାରାଷ୍ଟ୍ର: ମହାରାଷ୍ଟ୍ର ରାୟଗଡ଼ ଜିଲ୍ଲାରେ ଅଘଟଣ। ଗତକାଲି ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଏକ ୫ ମହଲା କୋଠାର ଉପର ୩ ମହଲା ଭୁଶୁଡ଼ି ପଡ଼ିଥିଲା । ଏହି ଘଟଣାରେ ୨ ଜଣଙ୍କର ମୃତ୍ୟ ହେବା ସହ ୧୭ ଜଣ ଗୁରୁତର ରହିଛନ୍ତି ଓ ଅନେକଙ୍କୁ ଉଦ୍ଧାର କରାଯାଇଛି। ପୁଲିସ ସୂଚନା ଅନୁଯାୟୀ ଏହି ଘରଟି ପ୍ରାୟ ୧୦ ବର୍ଷର।…

କରୋନା : ରାଜ୍ୟରେ ୯ ସଂକ୍ରମିତଙ୍କ…

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…

ମୋ ପାଇଁ ପଦ ବଡ଼ ନୁହେଁ, ଦେଶ…

ନୂଆଦିଲ୍ଲୀ: କଂଗ୍ରେସରେ ଚାଲିଥିବା ଅନ୍ତଃକନ୍ଦଳ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ। ଗତକାଲି କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ୨୩ ନେତା ଦଳର ନେତୃତ୍ୱରେ ପରିବର୍ତ୍ତନ ଆଣିବାକୁ ଲେଖିଥିବା ଏକ ଚିଠିକୁ ନେଇ ଚର୍ଚ୍ଚା ଥମୁନାହିଁ। ବୈଠକରେ ସୋନିଆ ଗାନ୍ଧୀ ଦଳର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ଭାବରେ…

କରୋନା : ରାଜ୍ୟରେ ୨୭୫୨ ପଜିଟିଭି ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ…