Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୭ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଦୁଇ, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ମୃତ୍ୟୁ ବରଣ କରିଛନ୍ତି ।

Comments are closed.