Odisha Link
Bridging the Missing Links in Odisha

ଝାଡ଼ଖଣ୍ଡ ମୁହାଁ ହେଲା ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ୩ ଦିନ ଧରି ବର୍ଷା ହେବା ପରେ ଏବେ ଶେଷରେ ଝାଡ଼ଖଣ୍ଡ ମୁହାଁ ହୋଇଛି ଲଘୁଚାପ। ଲଘୁଚାପ ଏବେ ଦକ୍ଷିଣ ପଶ୍ଚିମ ଝାରଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ହେଲେ ଏହାର ପ୍ରଭାବରେ ହେବାକୁ ଥିବା ବର୍ଷା ଆଶଙ୍କାରେ ରାଜ୍ୟର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ନବରଙ୍ଗପୁର ।

Comments are closed.