Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୮ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

Comments are closed.