Odisha Link
Bridging the Missing Links in Odisha

କରୋନା : ରାଜ୍ୟରେ ୧୪ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed.