Odisha Link
Bridging the Missing Links in Odisha
Daily Archives

September 1, 2020

‘ସୋଆ’ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି…

ଭୁବନେଶ୍ବର: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ସୋଆ ପରିବାର ପକ୍ଷରୁ ତାଙ୍କ ଆତ୍ମାର ସଦଗତି କାମନା କରାଯାଇଛି। ଜାତୀୟ ରାଜନୀତିରେ ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଥିବା…

ମିଥ୍ୟା ଅଭିଯୋଗ କରି ଖସିଯିବାର ପ୍ରୟାସ…

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନାରେ ଆଇଟିଡିସି ତରଫରୁ ଟେଣ୍ଡର ଆହ୍ୱାନ କରାଯାଇ ପୁରୀ ବଗଲା ଧର୍ମଶାଳା ଜମି ଉପରେ ଜଗନ୍ନାଥ ବିଶ୍ରମସ୍ଥଳୀ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ନିର୍ମାଣ କାର୍ଯ୍ୟ ପାଇଁ ରାଜ୍ୟ ସରକାର ଅନୁମତି ମଧ୍ୟ ପ୍ରଦାନ କରିଥିଲେ । ୫୦ କୋଟି ଟଙ୍କା ବ୍ୟୟ…

ଭୁବନେଶ୍ବରରୁ ଆଉ ୩୦୭ କରୋନା ପଜିଟିଭ୍…

ଭୁବନେଶ୍ୱର: ଭୁବନେଶ୍ୱରରୁ ମଙ୍ଗଳବାର ରେକର୍ଡ ସଂଖ୍ୟକ ୪୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩୫ ଜଣ ରହିଥିବା ବେଳେ ୧୭୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏଥିସହ ୩୦୧ ଜଣ ଆରୋଗ୍ୟ ଲାଭ କରିଛନ୍ତି।…

ବିଦେଶରେ ଓଡ଼ିଶା ଜାଗରଣର ସ୍ୱର ଝଙ୍କୃତ :…

ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ହୋଇଥିଲେ ହେଁ ଏହା ସମଗ୍ର ଓଡ଼ିଶାର ମହାନ କଳା , ସଂସ୍କୃତି , ଐତିହ୍ୟ ଓ ପରମ୍ପରାର ନିଚ୍ଛକ ନିଦର୍ଶନ ଓ ପ୍ରଦର୍ଶନ ବୋଲି ବିଶିଷ୍ଟ ବ୍ୟକ୍ତି ମାନେ ମତ ପ୍ରକାଶ କରିଛନ୍ତି । ଓଡ଼ିଶା ସୋସାଇଟି ଅଫ ଆମେରିକା (ଓ.ଏସ .ଏ ) ଦ୍ୱାରା ପ୍ରଥମ ଥର ପାଇଁ ଆୟୋଜିତ ଇ-…

ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ…

ଭୁବନେଶ୍ୱର: ପଶ୍ଚିମବଙ୍ଗ ଏବଂ ଏହାର ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଏକ ଘର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ଯାଏ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଜାରି…

ଅଭିନେତା ଅଜିତ୍ ନାରାୟଣ ଦାସଙ୍କୁ କରୋନା

ଭୁବନେଶ୍ବର: ସମସ୍ତଙ୍କର ଲୋକପ୍ରିୟ ଅଭିନେତା ଅଜିତ୍ ନାରାୟଣ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତକାଲି ରାତିରେ ନିଃଶ୍ୱାସ ପ୍ରଶ୍ୱାସରେ କଷ୍ଟ ଅନୁଭୂତ ହେବାରୁ ତାଙ୍କ ଝିଅ, ଓଡ଼ିଶା ମୋ ପରିବାରର ଆବାହକ ଶ୍ରୀ ଅରୂପ ପଟ୍ଟନାୟକ ଏବଂ ମାନ୍ୟବର ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡାଙ୍କୁ ଜଣାଇଥିଲେ। ଅଜିତଙ୍କୁ…

କାଲିଠୁ ୮ଟି ରୁଟ୍‌ରେ ଚାଲିବ ‘ମୋ…

ଭୁବନେଶ୍ବର: ଏଣିକି ପୂର୍ବ ପରି ସବୁ ଦିନ ଚଳଚଳ କରିବ 'ମୋ ବସ୍'। ଏନେଇ କ୍ରୁଟ‌ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି। ସୂଚନା ମୁତାବକ, ଅଧିକ ଡିମାଣ୍ଡ ଥିବା ୮ ଗୋଟି ରୁଟ୍‌ରେ ଚଳାଚଳ କରିବ 'ମୋ ବସ୍'। ରୁଟ୍‌ ନମ୍ବର ୧୧, ୧୬, ୧୮, ୨୦,୨୩, ୨୪,୨୫, ୩୩ରେ 'ମୋ…

ରୋଗୀକୁ ମେଡ଼ିକାଲରେ ପହଞ୍ଚାଇବା ପାଇଁ…

ଯାଜପୁର: ଯାଜପୁରରେ ବନ୍ୟା କମିଛି ସତ ହେଲେ ଲୋକଙ୍କ ଦୁର୍ଦ୍ଦଶା ବଢୁଛି। ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ବରୀ ବ୍ଲକରେ ଜଳ ନିଷ୍କାସନ ମୁଖ୍ୟ ସମସ୍ୟା ପାଲଟିଛି। ଏହା ଭିତରେ ୪ ଦିନ ହେଲା ଜଳବନ୍ଦୀରେ ଥିବା ବରୀବାସୀ ଏବେ ବି ଜୀବନ ପାଇଁ ସଂଗ୍ରାମ କରୁଛନ୍ତି। ସାପ କାମୁଡ଼ା ରୋଗୀକୁ ମେଡିକାଲ ନେବାକୁ…

ସ୍କୁଲ ଫି‌ ବୃଦ୍ଧିର ଆପୋସ ସମାଧାନ କର :…

କଟକ : ରାଜ୍ୟରେ ବେସରକାରୀ ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗରେ ହାଇକୋର୍ଟ ଆଜି ତାଙ୍କ ରାୟ ଶୁଣାଇଛନ୍ତି। ଏହି ମାମଲାରେ ଆପୋସ ଆଲୋଚନା କରି ସମାଧାନ କରିବାକୁ ହାଇକୋର୍ଟ ରାୟ ଦେଇଛନ୍ତି। ଏହି ଘଟଣାରେ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ବୈଠକ କରି…

ପୋଖରୀରେ ବୁଡ଼ି ୩ ନାବାଳିକାଙ୍କର ମୃତ୍ୟୁ

କୋରାପୁଟ: କୋରାପୁଟ ଲମତାପୁଟ ବ୍ଲକ ଦେବଗଞ୍ଜର ଗାଁରେ ପୋଖରୀରେ ବୁଡ଼ି ୩ ନାବାଳିକାଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରୁ ୨ ଜଣଙ୍କ ବୟସ ୮ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣଙ୍କ ବୟସ ୯ ବର୍ଷ ବୋଲି ଜଣାଯାଇଛି। ଘଟଣାରୁ ପ୍ରକାଶ ଯେ, ୩ ଜଣ ସାଙ୍ଗ ଗତକାଲି ଅପରାହ୍ନରେ ପିଜୁଳି ଖାଇବାକୁ ଘରୁ…