ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କୁ କରୋନା

ନବରଙ୍ଗପୁର: ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କୁ କରୋନା। ଏ ନେଇ ସୋସିଆଲ ମିଡିଆରେ ରମେଶ ମାଝୀ ଜଣାଇଛନ୍ତି। ଏପରିକି ତାଙ୍କ ସଂଶ୍ପର୍ସରେ ଆସିଥିବା ବ୍ୟକ୍ତିଙ୍କୁ ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି। ଗତକାଲି ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିଲେ ।
ଅନ୍ୟପଟେ ରାଜ୍ୟରେ ୧୭ ବିଧାୟକ ପଜିଟିଭ ଅଛନ୍ତି, ସେମାନଙ୍କ ମଧ୍ୟରେ ୩ ମନ୍ତ୍ରୀ ଅରୁଣ ସାହୁ, ସୁଶାନ୍ତ ସିଂ, ପଦ୍ମିନୀ ଦିଆନ ଅଛନ୍ତି। ଏବଂ ୩ ସାଂସଦ ମଧ୍ୟ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଛନ୍ତି ।
Comments are closed.