Odisha Link
Bridging the Missing Links in Odisha
Daily Archives

September 10, 2020

ଆଇପିଏଲ ୨୦୨୦ର ବିଜେତା କିଏ ହେବ,…

ନୂଆଦିଲ୍ଲୀ: କରୋନା କଟକଣା ମଧ୍ୟରେ ଆଉ ୯ଦିନ ପରେ ଆରମ୍ଭ ହେବ ୨୦୨୦ ଆଇପିଏଲ୍‌ ମହାସମର। ଏହି ଫଟାଫଟ୍‌ କ୍ରିକେଟ ଲିଗର ପ୍ରଥମ ମ୍ୟାଚ ସେପ୍ଟମ୍ବର ୧୯ରେ ଚେନ୍ନାଇ ସୁପର କିଙ୍ଗସ୍‌ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ। ହେଲେ ଚଳିତବର୍ଷ ଆଇପିଏଲ୍‌ ଟ୍ରଫି କେଉଁ ଦଳ ହାତେଇବ ସେ ନେଇ ଆରମ୍ଭ ହୋଇଛି…

କରୋନା: ରାଜ୍ୟରେ ଆଉ ୧୩ ସଂକ୍ରମିତଙ୍କ…

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…

ହାତୀ ଆକ୍ରମଣରେ ଚାଷୀ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଏନଏଚ-୫୫ ନିକଟ ମୂଷାପାପୁଲି ଇସ୍କନ ମନ୍ଦିର ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତମ ଜଣଙ୍କ ହେଉଛନ୍ତି ନାମ ପାଣ୍ଡବ ସାହୁ। ସେହିପରି ହାତୀ ଆକ୍ରମଣରେ ଅନ୍ୟ ଜଣେ ଆହତ ଥିବା ଜଣାପଡିଛି। ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା…

ଦେଶରେ କରୋନା; ୨୪ ଘଣ୍ଟାରେ ୯୫୭୩୫…

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୫୭୩୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ୧,୧୭୨ ଜଣ କରୋନା…

ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବ ଉତ୍କଳ…

ଭୁବନେଶ୍ବର : ଆସନ୍ତା ସେପ୍ଟେମ୍ବର ୨୯ରୁ ଉତ୍କଳ ବିଶ୍ବବିଦ୍ୟାଳୟ ଅଧୀନ ଯୁକ୍ତ୩ କଲେଜର ଶେଷ ସେମିଷ୍ଟର ଥିଓରି ପରୀକ୍ଷା ଆରମ୍ଭ ହେବ। ତେବେ ଏହା ପୂର୍ବରୁ ସେ‌ପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା କରାଯିବ ବୋଲି ବିଶ୍ବବିଦ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

କରୋନା : ରାଜ୍ୟରେ ୩୯୯୧ ପଜିଟିଭି ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୯୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୧୨୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ…

ସର୍ବଧର୍ମ ପୂଜା ପରେ ବାୟୁସେନାରେ ସାମିଲ…

ନୂଆଦିଲ୍ଲୀ : ଭାରତୀୟ ବାୟୁସେନାରେ ଆନୁଷ୍ଠାନିକ ଭାବେ ସାମିଲ ହେଲା ରାଫେଲ। ଆଜି ୫ଟି ରାଫେଲ ଯୁଦ୍ଧ ବିମାନକୁ ଆନୁଷ୍ଠାନିକ ଭାବେ ଭାରତୀୟ ବାୟୁସେନାରେ ସାମିଲ କରାଯାଇଛି। ହରିଆଣାର ଅମ୍ୱାଲା ଏୟାରବେସ୍ ରେ ବିଶେଷ ପୂଜାର୍ଚନା ପରେ ବାୟୁସେନାରେ ସାମିଲ ହୋଇଛି ବାହୁବଳି ରାଫେଲ୍। ସମସ୍ତ ଧର୍ମର ପୂଜକଙ୍କ…

ନିଆଁରେ ଜଳିଗଲେ ମାଆ ଓ ପୁଅ

କେନ୍ଦୁଝର: ଆନନ୍ଦପୁର ନନ୍ଦିପଦା ଥାନା କଳିଗାଁରେ ଅଭାବନୀୟ ଘଟଣା ଘଟିଛି। ନିଆଁର ପୋଡ଼ି ହୋଇ ମାଆ ଓ ପୁଅ ଜୀବନ୍ତ ଦଗ୍ଧ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନନ୍ଦିପଦା ଥାନା କଳିଗାଁରେ ଘର ପୋଡି ମାଆ ଓ ପୁଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି ।…