ଯୁକ୍ତ ଦୁଇ ନାମଲେଖା : ଆଜି ପ୍ରକାଶ ପାଇବ…
ଭୁବନେଶ୍ୱର: ଯୁକ୍ତ ଦୁଇ ନାମଲେଖା ପାଇଁ ଆଜି ମେଧା ମେରିଟ୍ ଲିଷ୍ଟ ତଥା କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟାରେ ସାମ୍ସ ୱେବସାଇଟ୍ରେ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ କରାଯିବ। ଏହି ପର୍ଯ୍ୟାୟରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ସେପ୍ଟେମ୍ବର ୨୧ରୁ ୨୬ ମଧ୍ୟରେ…