Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୩୮୩୪ କରୋନା ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୩୮୩୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୩୨୧୩ରେ ପହଁଚିଛି।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ସର୍ବାଧିକ ୫୨୫ଜଣ ଥିବା ବେଳେ କଟକର ୩୮୯, ପୁରୀର ୨୭୪, ଅନୁଗୋଳର ୨୧୦, ବରଗଡରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗୀରରୁ ୧୮୩, କେନ୍ଦ୍ରାପଡାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ବଲପୁରରୁ ୧୩୮ ଓ ଜଗତସିଂହପୁରରୁ ୧୨୩ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ସେହିପରି, ମୟୂରଭଞ୍ଜରୁ ୧୨୨, ଯାଜପୁରରୁ ୧୧୮, କନ୍ଧମାଳରୁ ୧୧୦, ସୁନ୍ଦରଗଡରୁ ୧୧୦, ନବରଙ୍ଗପୁରରୁ ୯୭, ସୋନପୁରରୁ ୯୩, ନୂଆପଡାରୁ ୯୧, କୋରାପୁଟରୁ ୭୪, ଝାରସୁଗୁଡାରୁ ୭୦, କେଉଁଝରରୁ୫୫, ନୟାଗଡରୁ ୫୫, ଭଦ୍ରକରୁ ୫୩, ବୌଦ୍ଧରୁ ୪୧, ମାଲକାନଗିରିରୁ ୨୭, ରାୟଗଡାରୁ ୨୨, ଦେବଗଡରୁ ୨୦ ଓ ଢେଙ୍କାନାଳରୁ ୧୭, ଗଞ୍ଜାମରୁ ୧୭, ଗଜପତିରୁ ୧୩ ଜଣ ସୁସ୍ଥ ହୋଇଛନ୍ତି।

Comments are closed.