Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୨୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରୁ ଆଉ ୩୨୯ କରୋନା ପଜିଟିଭ୍‌ ଚିହ୍ନଟ। ଏଥିସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୫୨୬ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୩ ଜଣ ରହିଥିବା ବେଳେ ୨୫୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଗତ ୨୪ ଘଣ୍ଟାରେ ୩୯୫ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୫୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୮୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୧ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.