Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ରାଜସ୍ୱ ସହକାରୀ ଅଧିକାରୀ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାଜସ୍ୱ ସହକାରୀ ଅଧିକାରୀ। ରାୟଗଡ଼ା ସ୍ଥିତ କାଶୀପୁର ବ୍ଲକର ରାଜସ୍ୱ ସହକାରୀ ଅଧିକାରୀ ପ୍ରକାଶ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପ୍ରକାଶ ସାହୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ସୂଚନାଯୋଗ୍ୟ, ରାଜସ୍ୱ ସହକାରୀ ଅଧିକାରୀ ପ୍ରକାଶ ସାହୁ ବିଧାୟକ ପାଣ୍ଠିର କାର୍ଯ୍ୟାଦେଶ ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

Comments are closed.