Odisha Link
Bridging the Missing Links in Odisha

ବଢ଼ିଲା ଇନ୍‌କମ୍‌ ଟ୍ୟାକ୍ସ ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ଇନ୍‌କମ୍‌ ଟ୍ୟାକ୍ସ ରିଟର୍ଣ୍ଣ ଅବଧି ବୃଦ୍ଧି। ଇନ୍‌କମ୍‌ ଟ୍ୟାକ୍ସ ରିଟର୍ଣ୍ଣ ଅବଧି ବୃଦ୍ଧି କରିଛନ୍ତି ସିବିଡିଟି। ୨୦୧୯-୨୦ ପାଇଁ ରିଟର୍ଣ୍ଣ ଦାଖଲ ସମୟସୀମା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଥିଲା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ପୂର୍ବରୁ ୩ ଥର ରିଟର୍ଣ୍ଣ ଅବଧି ବୃଦ୍ଧି କରାଯାଇଥିଲା। ଏବେ ଏହି ସମୟସୀମା ସେପ୍ଟେମ୍ବର ୩୦ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

Comments are closed.