Odisha Link
Bridging the Missing Links in Odisha

କୋଭିଡ୍ ମୁକାବିଲା ନେଇ ଓଡ଼ିଶାକୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ପ୍ରଶଂସା

ଭୁବନେଶ୍ୱର: କୋଭିଡ୍ ମୁକାବିଲା ନେଇ ଓଡ଼ିଶାକୁ ପ୍ରଶଂସା କରିଛି ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ। କୋଭିଡ ମୁକାବିଲାରେ ରାଜ୍ୟ ସରକାରଙ୍କ ଆଗୁଆ ପଦକ୍ଷେପକୁ ପ୍ରଶଂସା କରାଯାଇଛି। ଏଥିସହ ଗ୍ରାମପଞ୍ଚାୟତକୁ ସ୍ବତନ୍ତ୍ର କ୍ଷମତା ଏବଂ ଟେଷ୍ଟିଂ କ୍ଷମତା ବୃଦ୍ଧି ନେଇ ପ୍ରଶଂସା କରାଯାଇଛି। ଏନେଇ ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।

Comments are closed.