Odisha Link
Bridging the Missing Links in Odisha
Daily Archives

October 1, 2020

ଓଲଟିପଡ଼ିଲା ଯାତ୍ରୀବାହୀ ବସ

କେନ୍ଦ୍ରାପଡ଼ା: କଟକ-ଚାନ୍ଦବାଲି ରାସ୍ତରେ ଜଣେ ସ୍କୁଟି ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଆଜି ଅପରାହ୍ନରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ରାସ୍ତାକଡ଼ରେ ଥିବା ବିଲକୁ ଓଲଟି ପଡ଼ିଛି। କିନ୍ତୁ ଖୁସିର କଥା ହେଲା ଯେ, ଏହି ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କର ମୃତ୍ୟୁ ହୋଇନାହିଁ। କିଛି ଆହତ…

୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡ଼ି…

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବାରୁ ରାଜ୍ୟ ସରକାର ରାଜ୍ୟରେ ଥିବା ସବୁ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ଅଙ୍ଗନବାଡି କର୍ମୀମାନେ ହିତାଧିକାରୀମାନଙ୍କ ଘରକୁ ଯାଇ ଶୁଖିଲା ରାସନ ବଣ୍ଟନ…

ଗଜପତି ଜିଲ୍ଲାରେ ସର୍ବାଧିକ ଆଣ୍ଟିବଡ଼ି…

ଗଜପତି: କରୋନା ଭାଇରସ ମହାମାରୀ ସହିତ ଓଡ଼ିଶା ସଫଳତାର ସହିତ ମୁକାବିଲା କରୁଛି। ଗଜପତି ଜିଲ୍ଲାର ବାସିନ୍ଦାଙ୍କ ଶରୀରରେ ସବୁଠାରୁ ଅଧିକ ଆଣ୍ଟିବଡି ରହିଛି। ପ୍ରାୟ ୬୪.୬୭ ପ୍ରତିଶତ ଜିଲ୍ଲାବାସୀଙ୍କ ଶରୀରରେ ଆଣ୍ଟିବଡି ରହିଥିବା କହିଛନ୍ତି ଆରଏମଆରସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି। ସେ କହିଛନ୍ତି…

ଢେଙ୍କାନାଳ ପୌରାଞ୍ଚଳ ଅପରାହ୍ନ ୨ଟା…

ଢେଙ୍କାନାଳ: କରୋନା ସଂକ୍ରମଣ ରୋକିବାକୁ ଢେଙ୍କାନାଳ ପୌରାଞ୍ଚଳରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ଅକ୍ଟୋବର ୨ତାରିଖରୁ ଆସନ୍ତା ୧୫ତାରିଖ ଯାଏଁ ଢେଙ୍କାନାଳ ପୌରାଞ୍ଚଳକୁ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ପରଠାରୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। କେବଳ ଔଷଧ ଦୋକାନ ଉପରେ ଏହି କଟକଣା…

କରୋନା: ରାଜଧାନୀରୁ ୩୪୦ ପଜିଟିଭ୍…

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି କରୋନ। ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୦ ଜଣ କରୋନା ପଜିଟିଭ୍। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୩୫ରେ ପହଞ୍ଚିଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୪ ଜଣ ରହିଥିବା ବେଳେ ୨୫୬ ହେଉଛନ୍ତି ସ୍ଥାନୀୟ…

ବଢ଼ିଲା ଯୁକ୍ତ ତିନି ନାମଲେଖା ଅବଧି

ଭୁବନେଶ୍ବର: ବଢ଼ିଲା ଯୁକ୍ତ ତିନି ନାମଲେଖା ଅବଧି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଡିଗ୍ରି କଲେଜର ଅଧ୍ୟକ୍ଷମାନଙ୍କୁ ସୂଚନା ଦିଆଯାଇଛି। ଯୁକ୍ତ ତିନି ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ପ୍ରଥମ ଚୟନ ମେରିଟ୍ ତାଲିକାରେ ମନୋନୀତ ଛାତ୍ରମାନଙ୍କ ତଥ୍ୟର ଅନଲାଇନ୍ ଅପଡେଟର ତାରିଖ…

ପ୍ରିୟଙ୍କା ଓ ରାହୁଲ ଗାନ୍ଧୀଙ୍କୁ ଅଟକ…

ଉତ୍ତରପ୍ରଦେଶ: ହାଥରସ ଗଣ ଦୁଷ୍କର୍ମ ମାମଲାରେ ପିଡ଼ିତା ଯୁବତୀଙ୍କୁ ନ୍ୟାୟ ଦାବିରେ ସାରା ଦେଶରେ ଜଳୁଛି ବିଦ୍ରୋହର ନିଆଁ। ଯୋଗୀ ସରକାରଙ୍କ ଇସ୍ତଫା ଦାବି କରିବା ସହ ପିଡ଼ିତାଙ୍କୁ ନ୍ୟାୟ ପାଇଁ ଦାବି କରିଛି କଂଗ୍ରେସ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଆଜି ପୀଡ଼ିତାଙ୍କ ପରିବାରକୁ ଭେଟିବା ପାଇଁ…

ତିନିଟି ସିଫ୍ଟିରେ ହେବ ଓଜେଇଇ ପରୀକ୍ଷା

ଭୁବନେଶ୍ବର: ପ୍ରକାଶ ପାଇଲା ଓଜେଇଇ ପରୀକ୍ଷ କାର୍ଯ୍ୟ ସୂଚୀ। ଦୈନିକ ତିନିଟି ସିଫ୍ଟିରେ ଓଜେଇଇ ପରୀକ୍ଷା ହେବ।ଆକ୍ଟୋବର ୫ ତାରିଖରୁ ଛାତ୍ରଛାତ୍ରୀଙ୍କୁ ମିଳିଯିବ ଆଡମିଟକାର୍ଡ। ojee.nic.in ରେ ଛାତ୍ରଛାତ୍ରୀମାନେ ଆଡମିଟକାର୍ଡ ଡାଉନଲୋଡ କରିପାରିବେ। ପରୀକ୍ଷାର୍ଥୀମାନେ ଆଇଡି ପାଶୱାର୍ଡ ଦେଇ ନିଜ ନିଜର…

ଝାମ୍ପିଲା ଲୁଟେରା: ଯୁବତୀ ଗୁରୁତର

ଭୁବନେଶ୍ବର: ଲୁଟେରା ଆକ୍ରମଣରେ ସ୍କୁଟିର ଖସି ଯୁବତୀ ଗୁରୁତର ହୋଇଛନ୍ତି। ଯୁବତୀଙ୍କ ମୋବାଇଲ ଝାମ୍ପିବା ବେଳେ ସ୍କୁଟିରୁ ଖସି ପଡ଼ିଥିଲେ ଯୁବତୀ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ବର ରସୁଲଗଡ଼ କେନାଲ ରୋଡ୍‌ ଅଞ୍ଚଳରେ। ସୂଚନା ଅନୁସାରେଏ ସ୍କୁଟି ଚଳାଇ ଏକୁଟିଆ ଯାଉଥିବା ଯୁବତୀଙ୍କୁ ଟାର୍ଗେଟ…

୧୮୭୫ କୋଟି ଟଙ୍କା ନିବେଶ କରିବ ରିଲାଏନ୍ସ

ମୁମ୍ବଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଏକ ସହଯୋଗୀ ସଂସ୍ଥା ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆରଆରଭିଏଲ୍‌)ରେ ସିଲ୍‌ଭର ଲେକ୍‌ର ସହ-ନିବେଶକଗଣ ଅଧିକ ୧୮୭୫ କୋଟି ଟଙ୍କା ନିବେଶ କରିବେ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ) ଓ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ…