ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ। ବରିଷ୍ଠ ନାଗରିକ ଦିବସରେ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରୋନା କାଳରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ସେ ଆହ୍ୱାନ କରିଛନ୍ତି। ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କାରଣରୁ ବରିଷ୍ଠ ନାଗରିକମାନେ ଅସୁରକ୍ଷିତ ଅଛନ୍ତି। ତେଣୁ ବରିଷ୍ଠ ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି।
Older people are disproportionately vulnerable to #COVID19 infection due to decreased immunity. On #InternationalDayofOlderPersons, let us pledge to ensure that they stay socially connected and get all the love, care and empathy during this long drawn fight against the pandemic. pic.twitter.com/QsAJxUs5BH
— Naveen Patnaik (@Naveen_Odisha) October 1, 2020
Comments are closed.