Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୧୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Comments are closed.