Odisha Link
Bridging the Missing Links in Odisha
Daily Archives

October 2, 2020

ପୁନଃନିଯୁକ୍ତି ଦାବିରେ ‌ଗଞ୍ଜାମରେ…

ଖଲ୍ଲିକୋଟ: ‌ଗଞ୍ଜାମରେ ଜିଲ୍ଲା ପ୍ରଶାସନ ପକ୍ଷରୁ କାର୍ଯ୍ୟରୁ ବାହାର କରାଯାଇଥିବା ଶତାଧିକ ପାରାମେଡିକାଲ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦାବିରେ କର୍ମଚାରୀମାନେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣ ଦେଇଛନ୍ତି। ପ୍ରଶାସନିକ ଅଧିକାରୀମାନେ ସେମାନଙ୍କୁ…

ଯୌନ ନିର୍ଯାତନା ଅଭିଯୋଗ: ଜେରା ‌ବେଳେ…

ମୁମ୍ବାଇ: ଯୌନ ନିର୍ଯାତନା ମାମଲାରେ ବଲିଉଡର ପ୍ରସିଦ୍ଧ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। ଅଭିନେତ୍ରୀ ପାୟଲ ଘୋଷ ଯୌନ ନିର୍ଯାତନା ନେଇ ଅଭିଯୋଗ କରିବା ପରେ ମୁମ୍ବାଇ ପୁଲିସ ସମନ ଜାରି କରିଥିଲା। ସମନ ଜାରି ପରେ ଗତକାଲି ମୁମ୍ବାଇର ବର୍ସୋବା ଥାନାରେ ପହଞ୍ଚିଥିଲେ ଅନୁରାଗ…

ବିଜେଡି ପଦଯାତ୍ରାକୁ ବିରୋଧୀଙ୍କର କଟାକ୍ଷ

ଭୁବନେଶ୍ୱର: ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ବିଜେଡି ପକ୍ଷରୁ ଆଜି ଠାରୁ କରୋନା ସଚେତନତା ଅଭିଯାନ ଆରମ୍ଭ ହୋଇଛି। ବିଜେଡି ମୁଖ୍ୟାଳୟ ଠାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ନଭେମ୍ବର ୨ ତାରିଖ ଯାଏଁ ଏହି ଅଭିଯାନ ଚାଲିବ। ଏହି ଅବସରରେ ପ୍ରତି ୱାର୍ଡ ଓ ପଞ୍ଚାୟତସ୍ତରରେ ଜନସଚେତନତା…

ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନକୁ…

ଭୁବନେଶ୍ୱର: ଓଡ଼ିଆ ସମାଜର ସ୍ୱାଧୀନତା ସଂଗ୍ରାମୀଙ୍କ ସେବା ଓ ଅବଦାନକୁ ଇତିହାସର ପୃଷ୍ଠାରେ ଲିପିବଦ୍ଧ କରିବା ପାଇଁ ଏବଂ ଏକବିଂଶ ଶତାବ୍ଦୀରେ ଗାନ୍ଧୀଜୀଙ୍କ ବିଚାରରେ ଓଡ଼ିଶାକୁ ଆତ୍ମନିର୍ଭର କରିବା ପାଇଁ ସମସ୍ତେ ସକଳ୍ପ କରିବା ଦରକାର ବୋଲି ଆଜି ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ଅବସରରେ ‘ଓଡ଼ିଶା…

ବିଏସଏନଏଲ ଟାଓ୍ବାର ଭାଙ୍ଗି ନିଆଁ…

ମାଲକାନଗିରି: ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲା ଅନ୍ତର୍ଗତ ଏରାବୋର ଗାଁରେ ଥିବା ବିଏସଏନଏଲ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡି ଦେଇଛନ୍ତି ମାଓବାଦୀ। ପ୍ରାୟ ୧୫ ଜଣ ସଶସ୍ତ୍ର ନକ୍ସଲ ଏରାବୋର ଗାଁରେ ପହଞ୍ଚି ମୋବାଇଲ ଟାୱାରକୁ ଧ୍ବଂସ କରିବା ସହ ରାଜ ରାସ୍ତା ଉପରେ ପଥର ଓ ମାଓ ପୋଷ୍ଟର ରଖି…

ରେଳ ଲାଇନ୍ କଡ଼ରୁ ଯୁବକଙ୍କ ମୃତଦେହ…

ବଲାଙ୍ଗୀର: ବଲାଙ୍ଗୀର କଣ୍ଟାବାଞ୍ଜି କରଲା ଫାଟକ ରେଳ ଲାଇନ କଡ଼ରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକଜଣକ ହେଲେ ବେଲପଡ଼ା ଗାଁର ମହେନ୍ଦ୍ର ପୋଡ଼। ମହେଦ୍ର ଡ୍ରାଇଭର ଭାବେ କଣ୍ଟାବାଞ୍ଜିର ଏକ ଟ୍ରାନ୍ସପୋର୍ଟ କମ୍ପାନିରେ କାମ କରୁଥିଲେ। ପରିବାର ଲୋକ ଏହା ହତ୍ୟା ବୋଲି ଅଭିଯୋଗ କରିଛନ୍ତି।…

ଲୋକାର୍ପିତ ହେଲା ଇନ୍ଦ୍ରାବତୀ ବିତ୍ୟୁତ…

କଳାହାଣ୍ଡି: କଳାହାଣ୍ଡି ବାନେର ଠାରେ ଲୋକାର୍ପିତ ହୋଇଛି ଇନ୍ଦ୍ରାବତୀ ବିଦ୍ୟୁତ ପ୍ରକଳ୍ପ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି। ଏକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମ ପର୍ଯ୍ୟାୟରେ ଜୟପାଟଣା, କଲମପୁର ଓ…

କରୋନା: ରାଜ୍ୟରେ ଆଉ ୧୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

କରୋନା: ରାଜ୍ୟରେ ୩୬୦୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୩୩୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍…

ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ତାଙ୍କ…

ଓ୍ବାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହା ସହ ତାଙ୍କ ପତ୍ନୀ ମେଲେନିଆଙ୍କୁ ମଧ୍ୟ କରୋନା। ଦୁହେଁ ଏବେ କ୍ବାରେଣ୍ଟିନରେ ରହିଛନ୍ତି। ରାଷ୍ଟ୍ରପତିଙ୍କ ମହିଳା ସହଯୋଗୀ ହୋପ ହିକ୍ସ ମଧ୍ୟ କରୋନାରେ ସଂକ୍ରମି। ହିକ୍ସଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ…