Odisha Link
Bridging the Missing Links in Odisha

ଦେଶରେ ଲକ୍ଷେ ପାର ହେଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ସାରା ବିଶ୍ବକୁ ଘାରିଛି କରୋନା ଭୟ। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ପାର ହୋଇଛି। ୨୪ ଘଣ୍ଟାରେ ୧୦୬୯ ଆକ୍ରାନ୍ତ ମୃତ୍ୟୁ ହେବା ପରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୮୪୨କୁ ବୃଦ୍ଧି ପାଇଛି।

ଏହା ସହିତ ୯,୪୪,୯୯୬ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୪, ୨୭, ୭୦୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.