Odisha Link
Bridging the Missing Links in Odisha

ରାଜ୍ୟରେ ୯୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଆଜି ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭ ରେ ପହଞ୍ଚି ଯାଇଛି।

Comments are closed.