Odisha Link
Bridging the Missing Links in Odisha
Daily Archives

October 4, 2020

ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ…

ଭୁବନେଶ୍ବର: ପିପିଲି ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ସାରା ରାଜ୍ୟ ଶୋକ ପ୍ରକାଶ କରୁଛି। ପ୍ରଦୀପଙ୍କ ବିୟୋଗରେ ମାନ୍ୟବର ରାଜ୍ୟ ପାଳ ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମାନ୍ୟବର ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ମୃତ୍ୟୁକୁ ସମବେଦନା…

କରୋନା: ଦେଶରେ ୭୫୮୨୯ ନୂଆ ଆକ୍ରାନ୍ତ…

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଦେଶରେ ୨୪ ଘଣ୍ଟାରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସହ ୯୪୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧ ହଜାର ୭୮୨ରେ ପହଞ୍ଚିଛି। ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୪୯…

ପ୍ରଦୀପ ମହାରଥୀଙ୍କ ବିୟୋଗରେ…

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ। ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ପ୍ରଦୀପଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି ଯେ, ମହାରଥୀ ବିଜେଡିର…

ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ପ୍ରଦୀପ…

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ବିଜେଡ଼ିର ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀଙ୍କ ପରଲୋକ ଘଟିଛି। ବିଧାନସଭା ପରିସରରେ ମହାରାଥୀଙ୍କ ପାର୍ଥିବ ଶରୀର ପହଞ୍ଚି ସାରିଛି। ଭୁବନେଶ୍ୱର ସରକାରୀ ବାସଭବନରୁ ତାଙ୍କର ପାର୍ଥିବ ଶରୀର ନିଆଯାଇଛି।ପ୍ରଥମେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…

ଆଜିଠାରୁ ଖୋଲିବ ନନ୍ଦନକାନନ ପ୍ରାଣୀ…

ଭୁବନେଶ୍ୱର: ଦୀର୍ଘ ସାତ ମାସ ପରେ ଆଜିଠୁ ଖୋଲିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। କରୋନା ମହାମାରୀ ପାଇଁ ଗତ ମାର୍ଚ୍ଚ ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନକୁ ବନ୍ଦ କରାଯାଇଥିଲା। ତେବେ ଏବେ ପ୍ରାଣୀ ଉଦ୍ୟାନରେ ପ୍ରବେଶ ପାଇଁ ଅନେକ କଟକଣା ରଖାଯାଇଛି। ପର୍ଯ୍ୟଟକଙ୍କ ପାଇଁ ପାଇଁ ମାସ୍କ ବାଧ୍ୟତାମୂଳକ…

ମହାନିଦ୍ରାରେ ମହାରଥୀ

ଭୁବନେଶ୍ବର: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପିପିଲ ବିଧାୟକ ପ୍ରଦୀପ ମହାରଥୀ। କରୋନା ପଜିଟିଭ ହୋଇ ଚିକିତ୍ସିତ ହେଉଥିବା ପ୍ରଦୀପଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଆଉ ଚିକିତ୍ସାଧୀନ ଅବସ୍ଥାରେ…