Odisha Link
Bridging the Missing Links in Odisha
Daily Archives

October 6, 2020

୨୦୨୧ ଏପ୍ରିଲ୍ ସୁଦ୍ଧା ସବୁ ପଞ୍ଚାୟତକୁ…

ଭୁବନେଶ୍ୱର: ୨୦୨୧ ଏପ୍ରିଲ୍ ସୁଦ୍ଧା ସବୁ ପଞ୍ଚାୟତକୁ ମିଳିବ ହାଇସ୍ପିଡ୍ ଇଣ୍ଟରନେଟ୍‌ ସେବା। ରାଜ୍ୟ ସ୍ତରୀୟ କାର୍ଯ୍ୟକାରିତା କମିଟିରେ ଏନେଇ ନିଷ୍ପତ୍ତି ନିଆଯାଇଛି। ହାଇସ୍ପିଡ୍ ଇଣ୍ଟରନେଟ୍‌ ସେବା ପାଇଁ ଦୂରସଞ୍ଚାର ସଚିବଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ। ହାଇସ୍ପିଡ୍ ଇଣ୍ଟରନେଟ୍‌…

ଉପନିର୍ବାଚନ ପୂର୍ବରୁ ବିଜେପି ଛାଡିଲେ…

ଭୁବନେଶ୍ୱର: ଉପନିର୍ବାଚନ ପୂବରୁ ଆରମ୍ଭ ହେଲା ଦଳଡିଆଁ ପର୍ବ। ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ବିଜେପି ଛାଡିଲେ ରମାକାନ୍ତ ଭୋଇ। ୨୦୧୯ ନିର୍ବାଚନରେ ତିର୍ତ୍ତୋଲରୁ ବିଜେପି ପ୍ରାର୍ଥୀ ଭାବେ ଲଢିଥିବା ରମାକାନ୍ତ ଆଜି ନିଜ ସମର୍ଥକଙ୍କ ସହ ବିଜେପି ଛାଡିଛନ୍ତି। ଦଳ ତାଙ୍କୁ ଅଣଦେଖା କରୁଥିବା ଅଭିଯୋଗ…

ରାଜ୍ୟରେ ୨୪ ଘଣ୍ଟାରେ ୩୮୧୭ ଆକ୍ରାନ୍ତ…

ଭୁବନେଶ୍ୱର: ଆଜି ରାଜ୍ୟରେ ମୋଟ ୩୮୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ପଜିଟିଭ୍‌ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୦ ହଜାର ୨୧୭କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ୯୬୯,…

ପ୍ରଧାନମମନ୍ତ୍ରୀ ଏବଂ କେନ୍ଦ୍ର…

ଭୁବନେଶ୍ୱର : ଆର୍ଥିକ ବର୍ଷ ପାଇଁ ରାଜ୍ୟ ଗୁଡ଼ିକୁ ରାଜସ୍ୱ କ୍ଷତିପୂରଣ ବାବଦରେ ୨୦ ହଜାର କୋଟି ଟଙ୍କା ଜାରି କରିବା ଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଚଳନ୍ତା ଗାଡ଼ିରୁ ଝାମ୍ପିନେଲେ ଚେନ୍

ଭୁବନେଶ୍ବର : ଭୁବନେଶ୍ବରେ ପୁଣି ଲୁଟେରା ମାନଙ୍କର ତାଣ୍ଡବ ଆରମ୍ଭ ହୋଇଛି । ଚଳନ୍ତା ଗାଡ଼ିରୁ ଚେନ ଝାମ୍ପିନେଇଛନ୍ତି ଲୁଟେରା । ଏନେଇ ସହିଦ ନଗର ଥାନାରେ ଏତଲା ଦିଆଯାଇଛି । ଏହି ଦୁର୍ଘଟଣାଟି ଆପୋଲୋ ହସ୍ପିଟାଲ ନିକଟ ରାସ୍ତା ଉପରେ ଘଟିଥିଲା । ଝାମ୍ପିବା ସମୟରେ ଯୁବତୀ ଜଣକ ଭାରସାମ୍ୟ ହରାଇ ଖସି…

ଭୁବନେଶ୍ବରରେ ପହଞ୍ଚିଲେ କଂଗ୍ରେସ…

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାର ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବର୍ତ୍ତମାନ ସେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ।ତାଙ୍କୁ ୩ଟି ଗାଡ଼ି ନେଇ ଯାତ୍ରା କରିବାକୁ ପୁଲିସ କମିସନରେଟ୍ ନିର୍ଦ୍ଦେଶ ହୋଇଛି। ପ୍ରଭାରୀ ଦାୟିତ୍ୱ ମିଳିବା ପରେ ଚେଲ୍ଲାକୁମାର ପ୍ରଥମ ଥର ଓଡ଼ିଶା ଗସ୍ତ…

ସଂଯୁକ୍ତା ମହାପାତ୍ରଙ୍କ ଉପନ୍ୟାସ…

ଭୁବନେଶ୍ବର: ସୁଲେଖିକା, ସଂପାଦିକା ଓ ସଂଗଠିକା ସଂଯୁକ୍ତା ମହାପାତ୍ରଙ୍କ ପ୍ରଥମ ଉପନ୍ୟାସ 'ରାଜନନ୍ଦିନୀ' ଉନ୍ମୋଚିତ ହୋଇଯାଇଛି। ଆଜି ପୂର୍ବାହ୍ଣରେ ଅନୁଷ୍ଠିତ ଏହି ଉତ୍ସବରେ ବରିଷ୍ଠ ଅନୁବାଦିକା ଓ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଲେଖିକା ଡ. ଶକୁନ୍ତଳା ବଳିଆରସିଂହ ଏବଂ କବି,…

ବିହାର ନିର୍ବାଚନ: ଏନ୍‌ଡିଏର ଆସନ…

ବିହାର: ବିହାର ନିର୍ବାଚନ ପାଇଁ ଏନ୍‌ଡିଏ ପକ୍ଷରୁ ଆସନ ଭାଗବଣ୍ଟା ଘୋଷଣା ହୋଇଛି। ପ୍ରେସ୍‌ମିଟ୍‌ରେ ଜରିଆରେ ନିର୍ବାଚନ ପାଇଁ ଆସନ‌ ଭାଗବଣ୍ଟା ଘୋଷଣା କଲେ ନୀତିଶ କୁମାର। ଜେଡିୟୁକୁ ୧୧୫ଟି ଆସନରେ ପ୍ରାର୍ଥୀ ଦେବାକୁ ଘୋଷଣା ହୋଇଛି। ଏଥିସହ ୧୨୧ଟି ଆସନରେ ପ୍ରାର୍ଥୀ ଦେବ ବିଜେପି। ପୂର୍ବତନ ମୁଖ୍ୟମନ୍ତ୍ରୀ…

ସରିଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର: ସରିଲା ବିଧାନସଭା ମୌସୁମୀ ଅଧିବେଶନ। ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି। ଗୋଟିଏ ଦିନ ପୂର୍ବରୁ ବିଧାନସଭା ମୌସୁମୀ ଅଧିବେଶନ ମୁଲତବି ଘୋଷଣା କଲେ ବାଚସ୍ପତି। ଆଜି ବିଧାନସଭାରେ ୫ଟି ବିଲ୍ ପାରିତ ହୋଇଛି। ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ସମେତ ମୋଟ୍…

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସରେ ଭାରତକୁ…

ଭୁବନେଶ୍ୱର: ଭାରତ ତାହାର ଡିଜିଟାଲ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହେଉଥିବାବେଳେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଏହାର ଅବିଚ୍ଛେଦ୍ୟ ଅଂଶ ଅଟେ । ଇତିମଧ୍ୟରେ ଭାରତର ୯୯%ରୁ ଅଧିକ ଲୋକଙ୍କୁ ୪ଜି ବ୍ରଡବ୍ୟାଣ୍ଡ୍ ସେବା ଉପଲବ୍ଧ କରାଯାଇସାରିଛି । ଡାଟା ବ୍ୟବହାରରେ ଭାରତ ବିଶ୍ୱରେ ଏକନମ୍ବର ସ୍ଥାନ ଦଖଲ କରିଛି…