Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଆଜି ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪ ରେ ପହଞ୍ଚି ଯାଇଛି।

Comments are closed.