Odisha Link
Bridging the Missing Links in Odisha

କରୋନା: ଦେଶରେ ଦିନକରେ ୭୮୫୨୪ ଆକ୍ରାନ୍ତ; ୯୭୧ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କିଛି ଦିନ ହେବ ଏହା ‌ସାମାନ୍ୟ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟାରେ ୭୮ ହଜାର ୫୨୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୯୭୧ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫ ହଜାର ୫୨୬କୁ ବୃଦ୍ଧି ପାଇଛି।

Comments are closed.