Odisha Link
Bridging the Missing Links in Odisha

ପେଟ୍ରୋଲ ପମ୍ପ୍ ବିସ୍ଫୋରଣ: ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କା

ଭୁବନେଶ୍ୱର: ଗତକାଲି ରାଜଧାନୀର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟିଥିଲା। ଏହି ମାମଲାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କଲା ଇଣ୍ଡିଆନ୍‌ ଅଏଲ୍। ମୃତକଙ୍କ ପରିବାରକୁ ୮ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି। ଏଥିସହ ଏହି ଘଟଣାରେ ଗୁରୁତର ଆହତଙ୍କୁ ୪ ଲକ୍ଷ ଟଙ୍କା ଓ ଆହତଙ୍କୁ ୧ ଲକ୍ଷ ଟଙ୍କା ମିଳିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ସହାୟତା ଘୋଷଣା କରିଛି ଆଇଓସିଏଲ୍।

Comments are closed.