Odisha Link
Bridging the Missing Links in Odisha

ୱେଲ୍ ମାର୍କଡ ଲୋ ପ୍ରେସର ହେଲା ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି। ୱେଲ୍ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି ଏହି ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଅବପାତରେ ପରିଣତ ହେବ।

ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ଅକ୍ଟୋବର ୧୨ ତାରିଖ ସକାଳେ ଉତ୍ତର ଆନ୍ଧ୍ର ଦେଇ ଗତି କରିବ। ଏହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.