Odisha Link
Bridging the Missing Links in Odisha
Daily Archives

October 12, 2020

ମାର୍କ ଜାଲିଆତି ପାଇଁ ବାପାଙ୍କ…

ଭୁବନେଶ୍ବର: ତିର୍ତ୍ତୋଲ ବିଧାନସଭା କ୍ଷେତ୍ର ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଆଜି ବିଜୟ ଶଙ୍କର ଦାସଙ୍କ ନାମ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ୨୮ ବର୍ଷୀୟ ବିଜୟ ହେଉଛନ୍ତି ଦିବଂଗତ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପୁଅ। ତେବେ ଅନେକେ ହୁଏତ…

ରାଜ୍ୟରେ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୨୫୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨ରେ ପହଞ୍ଚିଛି । ୨୫୭୭ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୨୪୪ ଜଣ, ଯାଜପୁର ଜିଲ୍ଲାରୁ ୧୩୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୪ ଜଣ ଆକ୍ରାନ୍ତ ସୁସ୍ଥ…

୧୪୪ ଧାରା ଜାରିରେ ଆୟୋଜନ ହେବ ମା…

ଭୁବନେଶ୍ୱର: ୧୪୪ ଧାରା ଜାରିରେ ଆୟୋଜନ ହେବ ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା । ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ରଥଯାତ୍ରା ହେବ । ରଥଯାତ୍ରା ପୂର୍ବରୁ ସେବାୟତମାନଙ୍କର କୋଭିଡ଼ ଟେଷ୍ଟ କରାଯିବ। ଏ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା…

କୁଏତ ଦିବଂଗତ ସମ୍ରାଟଙ୍କୁ ଭାରତ ତରଫରୁ…

ଭୁବନେଶ୍ୱର: କୁଏତର ସମ୍ରାଟ ସେଖ ସବାହଙ୍କ ବିୟୋଗରେ ଭାରତର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ତରଫରୁ ସାରା ଦେଶକୁ ପ୍ରତନିଧିତ୍ୱ କରି ସେ ଦେଶର ବର୍ତମାନ ସମ୍ରାଟ ସେଖ ନୱାଫଙ୍କୁ ସାକ୍ଷାତ କରିଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୁଏତର ଦିବଂଗତ ସମ୍ରାଟଙ୍କୁ…

୨ ଲକ୍ଷ ଟଙ୍କା ଲୁଟ୍

ଖୋର୍ଦ୍ଧା: ଦିନକୁ ଦିନ ଲୁଟେରାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବାପ ପୁଅଙ୍କ ଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଦୁର୍ବୃତ୍ତ ମାନେ ସେମାନଙ୍କଠୁ ଟଙ୍କାକୁ ଝାମ୍ପି ନେଇଛନ୍ତି। ଟାଉନ୍ ଥାନା ଗୋଡ଼ିପୋଖରୀ ନିକଟରେ ଲୁଟ୍‌ର ଅଭିଯୋଗ ହୋଇଛି। ବାଙ୍କୀରେ…

ଆସିକା ବସ ଷ୍ଟାଣ୍ଡରୁ ୧୩୪ କେଜି ଗଞ୍ଜେଇ…

ଆସିକା: ଆସିକା ପୁଲିସ ଛଅ ଜଣ ଯୁବକଙ୍କୁ ଗିରଫ କରିଛି ।ସେମାନେ ଆସିକା ବସ ଷ୍ଟାଣ୍ଡରେ ଭୁବନେଶ୍ବର ବସକୁ ଅପେକ୍ଷା କରିଥିଲେ । ସେହି ସମୟରେ ଆସିକ ଥାନା ଏସ ଆଇ ବିଶ୍ଵଜିତ ନାୟକଙ୍କ ସହିତ ଏକ ଟିମ୍ ପେଟ୍ରୋଲିଂ କରୁଥିଲେ । ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କ ନିର୍ଦ୍ଦେଶରେ ଏହି ଟିମ୍ ସେମାନଙ୍କ…

ଭୁବନେଶ୍ବରରେ ପ୍ରସ୍ତୁତ ହେବ ୨ ଶ୍ମଶାନ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ। ସତ୍ୟନଗର ଶ୍ମଶାନ ଉପରେ ଅଧିକ ଚାପ ପଡୁଥିବାରୁ ଏଭଳି ବ୍ୟବସ୍ଥା ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। କମିଶନରଙ୍କ କହିବାନୁସାରେ, କୋଭିଡ଼ କାରଣରୁ ସତ୍ୟନଗରରେ ସଂସ୍କାର ସଂଖ୍ୟା ବଢ଼ିଛି।…

ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର : ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ପ୍ରତିଭାବାନ ରାଜନେତା ଏବଂ ଦକ୍ଷ ପ୍ରଶାସକ ଭାବରେ ବର୍ଣ୍ଣନା କରିଛନ୍ତି। ଓଡିଶା…

କରୋନା ମୁକାବିଲା ପାଇଁ ସୋଆ କମ୍ୟୁନିଟି…

ଭୁବନେଶ୍ୱର : କୋଭିଡ-୧୯ ମହାମାରୀର ଭୟାବହ ପରିସ୍ଥିତି ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଅନେକ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି । ୟୁନିସେଫ୍‌ର ସହଭାଗିତାରେ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ନିୟମିତ ଭାବରେ…

ଗୁଗୁଲରେ ରସିଦ ଖାନଙ୍କ ପତ୍ନୀ ନାଁ…

ମୁମ୍ବାଇ :ଆମେ ଅନେକ ସମୟରେ କୌଣସି ଜିନିଷ ବିଷୟରେ ଜାଣିବାକୁ ଚାହିଁଲେ ସାଧାରଣତଃ ଗୁଗୁଲ ର ସହାୟତା ନେଇ ଥାଉ । ଗୁଗୁଲ ଆମକୁ ଅନେକ କ୍ଷେତ୍ରରେ ସାହାଯ୍ୟ କରିଥାଏ । କିନ୍ତୁ ଆପଣ ଏହା ଜାଣିଲେ ଆଶ୍ଚର୍ଯ୍ୟ ହେବେ କି ଗୁଗୁଲରେ ଆଫ୍‌ଗାନିସ୍ଥାନ କ୍ରିକେଟର ରାଶିଦ ଖାନଙ୍କ ପତ୍ନୀ ସର୍ଚ୍ଚ କଲେ ଅନୁଷ୍କା…