Odisha Link
Bridging the Missing Links in Odisha
Daily Archives

October 12, 2020

ଦେଶରେ କରୋନା: ୨୪ଘଣ୍ଟାରେ ୬୬,୭୩୨…

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ହଜାର ୭୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧,୨୦,୫୩୯କୁ ବୃଦ୍ଧି ପାଇଛି। ଏଥିସହ ଦିନରେ ଆଉ ୮୧୬ ଜଣଙ୍କର…

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତରେ ପରିଣତ ହୋଇସାରିଛି। ଆଜି ସକାଳ ୫ଟା ୩୦ରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ସମ୍ଭାବନା ରହିଛି। ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୦୦ କିମି ଦୂରରେ…

ଆଜିଠୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। କରୋନା କଟକଣା ମଧ୍ୟରେ ଆଜି ଏହି ପରୀକ୍ଷା ଅନୁଷ୍ଠିତ ହେବ। ଜେଇଇ ମେନ୍ ଢାଞ୍ଚାରେ ଅନୁଷ୍ଠିତ ହେବ ଓଜେଇଇ। ଆଜିଠାରୁ ଆରମ୍ଭ ହୋଇ ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ଓଜେଇଇ। ୨୧ଟି ସହରରେ ୫୪ଟି ପରୀକ୍ଷା କେନ୍ଦ୍ରରେ ଓଜେଇଇ ଦେବେ ୮୦ହଜାରରୁ…