Odisha Link
Bridging the Missing Links in Odisha

ଗଜପତିରେ ୫୦୦ ଲୋକ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ

ଗଜପତି  :ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ନବରଙ୍ଗପୁର ଓ ଗଜପତିରେ ପ୍ରବଳ ବର୍ଷା ହୋଇଛି । ଫଳରେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ଗଜପତିର ୪ ବ୍ଲକରୁ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯାଇଛି । ପାହାଡ଼ ଉପରେ ଥିବା ଲୋକଙ୍କୁ ମଧ୍ୟ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରାଯାଇଛି । ଜିଲ୍ଲପାଳଙ୍କ ନିର୍ଦ୍ଦେଶ କ୍ରମେ ବ୍ଳକ ପ୍ରଶାସନ ଏହି ପଦକ୍ଷେପ ନେଇଛନ୍ତି ।

Comments are closed.