Odisha Link
Bridging the Missing Links in Odisha

ଅପରାହ୍ନ ୧୨.୩୦ ଯାଏଁ ଭିଜିବ ଟ୍ବିନ୍ ସିଟି

ଭୁବନେଶ୍ୱର : ଆଜି ଟ୍ବିନ୍ ସିଟିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକରେ ଦିନ ୧୨ଟା ୩୦ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଘଣ୍ଟା ପ୍ରତି ୨ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ହେବା ସହ ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଯେତେ ଦୂର ସମ୍ଭବ ଘରୁ ନ ବାହାରିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Comments are closed.