Odisha Link
Bridging the Missing Links in Odisha

ବିଷାକ୍ତ ଖାଦ୍ୟ ଖାଇ ୩ ଭାଇଭଉଣୀ ମୃତ

ମାଲକାନଗିରି : ବିଷାକ୍ତ ଖାଦ୍ୟ ଖାଇ ୩ ଭାଇଭଉଣୀ ମୃତ। ଆଜି ମାଲକାନଗିରି ଜିଲ୍ଲା କଚେଲି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ କାରଣରୁ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି।

୩ ମୃତକଙ୍କ ମଧ୍ୟରେ ୨ ଭଉଣୀ ଓ ଜଣେ ଭାଇ ଥିବାବେଳେ ମାଆ ଓ ଆଉ ଜଣେ ଝିଅ ଗୁରୁତର ଥିବା ଜଣାପଡ଼ିଛି। ଗୁରୁତର ମାଆ ଓ ଝିଅଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳାୟରେ ଭର୍ତ୍ତି କରାଯାଇଛି।

Comments are closed.