Odisha Link
Bridging the Missing Links in Odisha
Daily Archives

October 16, 2020

କୁନା ତ୍ରିପାଠି ହେଲେ ନିଶାମୁକ୍ତି ଭାରତ…

କଟକ : କଟକ ଜିଲ୍ଲାରେ ନିଶାମୁକ୍ତି ଅଭିଯାନ କାର୍ଯ୍ୟକ୍ରମ ପାଇଁ ସତ୍ୟବ୍ରତ ତ୍ରିପାଠୀ(କୁନା)ଙ୍କୁ ବ୍ରାଣ୍ଡ ଆମ୍ବାସଡ଼ର ଭାବେ ନିଯୁକ୍ତି କରାଯାଇଛି । ଗତ ୧୪ ତାରିଖରେ ଏ ନେଇ କଟକ ଜିଲ୍ଲାପାଳଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ସେଲ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ…

ଉପନିର୍ବାଚନ: କଂଗ୍ରେସ ପକ୍ଷରୁ ପ୍ରକାଶ…

ଭୁବନେଶ୍ବର: ଉପନିର୍ବାଚନ ପାଇଁ କଂଗ୍ରେସର ବି ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ, ଜିତେନ୍ଦ୍ର ସିଂ, ଭକ୍ତ ଦାସ, ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ବାଳ, ପ୍ରଦୀପ ମାଝୀ, ଶରତ ରାଉତ, ରାମଚନ୍ଦ୍ର ଖୁଣ୍ଟିଆ,…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜୁ…

ଭୁବନେଶ୍ବର: ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ଉପଲକ୍ଷେ ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ରକ୍ତ ଦାନ ଶିବିର ଅନଷ୍ଠିତ ହୋଇଯାଇଥିଲା। ଏହି ଶିବିରରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ୭୪ ୟୁନିଟ୍ ରକ୍ତ ସଂଗ୍ରହ…

ଗଞ୍ଜେଇ ଜବତ, ଜଣେ ଗିରଫ

ପିପିଲି: ଆଜି ଏକ କାର୍‍ ମଧ୍ୟରୁ ୧୬ କେଜି ଓଜନର ଗଞ୍ଜେଇ ଜବତ କରାଯାଇଛି। ପୁରୀରୁ ଭୁବନେଶ୍ୱରକୁ ଗଞ୍ଜେଇ ଚୋରାଚାଲାଣ କରାଯାଉଥିବା ସଂପର୍କରେ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇବା ପରେ ପୁରୀ ଅବକାରୀ ଅଧିକ୍ଷକ ଅମରେନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶକ୍ରମେ ପିପିଲି ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ…

ପୃଥ୍ବୀ-୨ କ୍ଷେପଣାସ୍ତ୍ରର ପରୀକ୍ଷଣ

ଭୁବନେଶ୍ବର: ଆଜି ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ସନ୍ଧ୍ୟା ୭ଟା ୩୦ମିନିଟରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ଯୋଗ୍ୟ ମଧ୍ୟମ ଦୂରଗାମୀ ଏହି ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୫୦ କିମି ରହିଥିବାବେଳେ ହଜାରେ କେଜିର…

ଲୁଟେରା ଦମ୍ପତି ଗିରଫ

କଟକ: ଆଜି ପୁଲିସ କବଜାରେ ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୫ ସଦସ୍ୟ ଗିରଫକରିଛି । ତାଙ୍କଠାରୁ ୨୨୦ ଗ୍ରାମ ସୁନା ଓ ୨୩୭ ଗ୍ରାମ ରୂପା ଗହଣା ସହ ୨ ବାଇକ ଜବତ କରାଯାଇଛି । ଡ଼ିସିପି ମୁଖ୍ୟ ଅଭିଯୁକ୍ତ ଦମ୍ପତିଙ୍କୁ ଗିରଫ କରାଯାଇଥିବା ପ୍ରେସମିଟ୍ କହିଛନ୍ତି ।

ଗୁଲାମ ନବୀ ଆଜାଦଙ୍କୁ କରୋନା

ନୂଆଦିଲ୍ଲୀ: ରାଜ୍ୟସଭାରେ ବିରୋଧୀ ଦଳର ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ କରୋନା ପଜିଟିଭ ହୋଇଛନ୍ତି। ଆଜି ଆଜାଦଙ୍କ ରିପୋର୍ଟ ପଜିଟିଭ ଆସିଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ବିଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜର ପରୀକ୍ଷଣ କରେଇ ନେବା ପାଇଁ…

ବନ୍ୟା ପାଇଁ ସତର୍କ ସୂଚନା ଦେଲେ ଏସଆରସି

ଭୁବନେଶ୍ବର: ପୁଣି ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ରୁ ୨୧ ତାରିଖ ଅର୍ଥାତ୍ ତିନିଧରି ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ସମସ୍ତ ଜିଲ୍ଲାପାଳକୁ ଏସ୍‌ଆରସି ଚିଠି…

କରୋନା: ରାଜ୍ୟରେ ସୁସ୍ଥ ହେଲେ ୨୮୫୦…

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ଆକ୍ରନ୍ତଙ୍କ ସଂଖ୍ୟା। ଆଜି ଆଉ ୨୮୫୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୪୧,୩୮୫କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। https://twitter.com/HFWOdisha

ସିଲ ହୋଇଥିବା ସମସ୍ତ ବାଣିଜ୍ୟିକ…

ଭୁବନେଶ୍ୱର : ଆଗକୁ ପାର୍ବଣ ଥିବାରୁ ଅଧିକ ସତର୍କ ରହିବାକୁ ପଡିବ । ଏନେଇ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଭୁବନେଶ୍ୱରର ସ୍ଥିତି ନେଇ କମିଶନର କହିଛନ୍ତି ଯେ, ‘ରାଜଧାନୀରେ ଆକ୍ରାନ୍ତଙ୍କ ଭିତରୁ ୭୫% ହୋମ ଆଇସୋଲେସନରେ…