Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ସୁସ୍ଥ ହେଲେ ୨୮୫୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ଆକ୍ରନ୍ତଙ୍କ ସଂଖ୍ୟା। ଆଜି ଆଉ ୨୮୫୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୪୧,୩୮୫କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

Comments are closed.