Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୨୮୪୨ସୁସ୍ଥ, ୨,୪୪,୨୨୭ ପହଞ୍ଚିଲା ମୋଟ ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରୁ ୨୮୪୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୪ହଜାର ୨୨୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

Comments are closed.