ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୨୦୧୯କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୦୧୯କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୬୩୬୪ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।
Covid-19 Report For 17th October
New Positive Cases: 2019
In quarantine: 1168
Local contacts: 851(Details of local contacts will be shared by concerned District Administration)
District Wise Cases
1. Angul: 129
2. Balasore: 69
3. Bargarh: 77
4. Bhadrak: 41
5. Balangir: 71— I & PR Department, Odisha (@IPR_Odisha) October 18, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୭୭ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୫୦ଜଣ, ଦେଓଗଡ଼ ଜିଲ୍ଲାରୁ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ୬୯ଜଣ, କନ୍ଧମାଳ ଜିଲ୍ଲାରୁ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ୬୧ଜଣ, କେନ୍ଦୁଝର ଜିଲ୍ଲାରୁ୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ୧୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡା ଜିଲ୍ଲାରୁ୯୦ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୨ଜଣ, ସୋନପୁର ଜିଲ୍ଲାରୁ ୬୮ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ୍ ପୁଲ୍ରୁ ୫୬ଜଣ ରହିଛନ୍ତି।
Comments are closed.