Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧ୍ୟାପକ ଜି.ନାଗେଶ୍ୱର ରାଓଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍। ପାରଳାଖେମୁଣ୍ଡି ରାଧାଗୋବିନ୍ଦ ନଗର ସମେତ ୬ଟି ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଏହି ଚଢ଼ାଉ କରାଯାଇଛି।

Comments are closed.