Odisha Link
Bridging the Missing Links in Odisha

ନଭେମ୍ବର ୧୧ରୁ +୨ ଇନଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରୁ +୨ ଇନଷ୍ଟାଣ୍ଟ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଆଜି ମାଧ୍ୟମିକ ଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।

ସେହିପରି ସମସ୍ତ ବିଭାଗର ପ୍ରାକ୍ଟିକାଲ ପରୀକ୍ଷା ତାରିଖ ମଧ୍ୟ ଘୋଷଣା କରାଯାଇଛି। ଆସନ୍ତା ନଭେମ୍ବର ୧୨ ତାରିଖରେ କଳା, ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗର ପ୍ରାକ୍ଟିକାଲ ପରୀକ୍ଷା କରାଯିବ ବୋଲି ଜଣାପଡିଛି।

Comments are closed.